>>
  • ପ୍ରକୃତି ବନ୍ଧୁ ସମ୍ମାନୀତ ଶିକ୍ଷକ ଦ୍ଵିତୀକୃଷ୍ଣ:ଇଣ୍ଟରନେସନାଲ୍ ସୋସିଆଲ ଅନରେବଲ୍ ଆଓ୍ଵାର୍ଡ ସହ ପାଇଲେ ଡକ୍ଟରେଟ ସମ୍ମାନ
  • >>
  • କନ୍ଧମାଳରୁ - ପୁରୀ ଗଞ୍ଜେଇ ଚାଲାଣ ; ଅବକାରୀ ବିଭାଗର ଚଢ଼ାଉ, କାର୍ ସହ ୬୦ କିଲୋ ଗଞ୍ଜେଇ ଜବତ, ଦୁଇ ଗିରଫ
  • >>
  • ଖୋର୍ଦ୍ଧା ରୋଡ୍ ମଣ୍ଡଳ ପକ୍ଷରୁ ବ୍ୟାପକ ଟିକେଟ ଯାଞ୍ଚ
  • >>
  • ରାସ୍ତା ବିବାଦକୁ ନେଇ ସାମ୍ବାଦିକଙ୍କୁ ଆକ୍ରମଣ , ଜଗନ୍ନାଥ ମନ୍ଦିର ପ୍ରଶାସନର ଖାମଖିଆଲ ନୀତି ପାଇଁ ଜମି ଦଲାଲ ଙ୍କ ମନମାନି
  • >>
  • ଦୁର୍ନୀତିର ଗନ୍ତାଘର ଜଟଣୀ ଉପନିବନ୍ଧକ କାର୍ଯ୍ୟାଳୟ ; ଷ୍ଟାମ୍ପ ପେପର୍ ଓ ଷ୍ଟାମ୍ପ ଟିକଟ ବିକ୍ରୀରେ ଚାଲିଛି ଦଲାଲଗିରି
  • >>
  • ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଶିକ୍ଷକ ଅମରେନ୍ଦ୍ର ପ୍ରଧାନଙ୍କୁ ଶ୍ରଦ୍ଧାଞ୍ଜଳି
  • >>
  • ସମ୍ଭାବନା ପରିବାର ପକ୍ଷରୁ ଚୁଡ଼ାଘଷା ଦିବସ ପାଳିତ
  • >>
  • ସତ୍ୟବାଦୀ ରେ ଚନ୍ଦନ ଯାତ୍ରା ଉତ୍ସବ ଉଦଯାପିତ ; ଠାକୁରଙ୍କ ନୀତି କାନ୍ତି ଠିକ ସମୟରେ ହେଉନାହିଁ, ଭକ୍ତଙ୍କୁ ବ୍ୟବହାର ଠିକ୍ କରାଯାଉନାହିଁ
  • >>
  • ରାସ୍ତା ମଝିରେ ଟ୍ରାନ୍ସଫର୍ମର ; ମରଣକୁ ନିମନ୍ତ୍ରଣ, ମୁଣ୍ଡ ଉପରେ ଝୁଲୁଛି ବିଦ୍ୟୁତ ତାର
  • >>
  • ସାକ୍ଷୀଗୋପିନାଥ ଦେବଙ୍କ ବାହାର ଚନ୍ଦନଯାତ୍ରା ଶେଷ; କାଲି ହେବ କିଚକ ବଧ
  • >>
  • ସତ୍ୟବାଦୀ ରେ ବିଜେପିର ମିଡିଆ ସେଲ ଦାୟିତ୍ବରେ ପ୍ରଭାତ ଓ ଅମର
  • >>
  • ସତ୍ୟବାଦୀ ରେ ଆର୍ଟ ଅଫ ଗିଭିଂ ପାଳିତ
  • >>
  • ଡେଲାଙ୍ଗ କୋଠବାଡ ପଞ୍ଚାୟତ କାର୍ଯ୍ୟାଳୟରେ କୃଷକଙ୍କ ସମସ୍ୟା ଦୂର ପାଇଁ ସମୀକ୍ଷା
  • >>
  • ଡେଲାଙ୍ଗ ଜଳ ସମ୍ପଦ ବିଭାଗ କାର୍ଯ୍ୟାଳୟ ପରିସରରେ ଥିବା ଲକ୍ଷ୍ମୀ ନାରାୟଣ ମନ୍ଦିରର ୫୦ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ
  • >>
  • ଭଞ୍ଜନଗର ରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା ଅନୁଷ୍ଠିତ
  • ବିଦ୍ଯାଳୟ ସ୍ତରୀୟ ଜ୍ଞାନବିଜ୍ଞାନ ମେଳା ଅନୁଷ୍ଠିତ

     
    ବରଗଡ଼ ---- ବରଗଡ ଜିଲ୍ଲା ଭେଡେନ ବ୍ଲକ ରେମଣ୍ଡା ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ବିଦ୍ଯାଳୟ ସ୍ତରୀୟ ଜ୍ଞାନବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ବାମଦେବ ପାଢ଼ୀ ଉଚ୍ଚ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ସଂଜୀବ କୁମାର ପ୍ରଧାନ ମେଳା କୁ ଉଦଘାଟନ କରିଥିଲେ। ଏହି ମେଳାରେ ଉଦୟ ବର୍ଗ ରୁ ୮୦ଟି, ଶିଶୁ ବର୍ଗରୁ ୨୩ ଟି, ବାଳ ବର୍ଗ ରୁ ୩୩ ଟି ମୋଟ ୧୩୯ ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା। ବିଚାରକ ଓ ସମ୍ମାନୀତ ଅତିଥି ଭାବେ ଡିଲେଶ୍ଵର ପ୍ରଧାନ,ତନ୍ମୟ ଖମାରୀ, ସଂଜୀବ କୁମାର ପ୍ରଧାନ, ପ୍ରତାପ କେଶରୀ ବହିଦାର, ଶିଶୁପାଳ ନାୟକ, ଶ୍ରୁତିରେଖା ବହିଦାର, ପ୍ରକାଶ ସାହୁ, ସିପ୍ରାଲିପନ ଖମାରୀ, ରାଧାକାନ୍ତ ଭୋଇ, ଗଙ୍ଗାଧର ମେହେର ଯୋଗ ଦେଇଥିଲେ। ଦ୍ଵିତୀୟ ଅଧିବେଶନରେ ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ସୁନୀଲ ଭିତିରିଆ ଯୋଗଦେଇ କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କାର ବିତରଣ କରିଥିଲେ। ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଆଚାର୍ଯ୍ୟ ପଦ୍ମଲୋଚନ ପଟେଲ ସ୍ଵାଗତ ଭାଷଣ, ଅତିଥି ପରିଚୟ ପ୍ରଦାନ କରିଥିଲେ। ଗୁରୁଜୀ ସମିର କୁମାର ମେହେର କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ ଓ ଶ୍ରୀମତୀ ନୂତନ ଭୋଇ ବୃତ୍ତକଥନ କରିଥିଲେ ।ଏଥିରେ ବିଦ୍ୟାଳୟର ସମସ୍ତ ଗୁରୁଜୀ, ଗୁରୁମା, ପରିଚାଳନା ସମିତିର ସମସ୍ତ ସଦସ୍ଯ, ସଦସ୍ୟା ଓ ମାତୃ ଭାରତୀ ସଦସ୍ୟା ଉପସ୍ଥିତ ରହି  କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ପରିଶେଷରେ ବିଦ୍ୟାଳୟ ର ସଂପାଦକ କିଶୋର ଚନ୍ଦ୍ର ପାଇକ  ଧନ୍ୟବାଦ ଅର୍ପଣ କରିଥିଲେ।
    ବରଗଡ଼ ରୁ ଭବାନୀ ଶଙ୍କର ପାଢୀ ଙ୍କ ରିପୋର୍ଟ,୨୮/୭/୨୦୨୪----୯,୨୫ Sakhigopal News,28/7/2024

    Blog Archive

    Popular Posts