Breaking News

>>
  • ସତ୍ୟବାଦୀ ରେ ବିଜେପିର ମିଡିଆ ସେଲ ଦାୟିତ୍ବରେ ପ୍ରଭାତ ଓ ଅମର
  • >>
  • ସତ୍ୟବାଦୀ ରେ ଆର୍ଟ ଅଫ ଗିଭିଂ ପାଳିତ
  • >>
  • ଡେଲାଙ୍ଗ କୋଠବାଡ ପଞ୍ଚାୟତ କାର୍ଯ୍ୟାଳୟରେ କୃଷକଙ୍କ ସମସ୍ୟା ଦୂର ପାଇଁ ସମୀକ୍ଷା
  • >>
  • ଡେଲାଙ୍ଗ ଜଳ ସମ୍ପଦ ବିଭାଗ କାର୍ଯ୍ୟାଳୟ ପରିସରରେ ଥିବା ଲକ୍ଷ୍ମୀ ନାରାୟଣ ମନ୍ଦିରର ୫୦ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ
  • >>
  • ଭଞ୍ଜନଗର ରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା ଅନୁଷ୍ଠିତ
  • >>
  • ଭଂଜନଗର ରେ ଦ୍ବାଦଶ ତମ ଆର୍ଟ ଅଫ ଗିଭିଂ ଡେ ପାଳିତ
  • >>
  • ଗ୍ରାମ ରେ ଅଲୌକିକ ଘଟଣା ,ମାଟି ତଳେ ଶିବଲିଙ୍ଗ , ଉଦ୍ଧାର କଲେ ଗ୍ରାମବାସୀ
  • >>
  • ଭିର୍ନ୍ନକ୍ଷମ ସୁନିତାଙ୍କ ବିବାହରେ ସାହାର୍ଯ୍ୟର ହାତ ବଢ଼େଇଲା ବିପଦର ବନ୍ଧୁ ଓଡିଶା
  • >>
  • ମୁଖ୍ୟ ରାସ୍ତାରୁ ତାଡି ବିକୁଥିଲେ ମୋରମ |ଟ୍ରାକ୍ଟର ଓ ଜେସିବି ସହ ୨ ଥାନା ରେ ଅଟକ
  • >>
  • ଅତିରିକ୍ତ ତହସିଲଦାର ଓ ଦଲାଲ ଙ୍କ ମଧୁଚନ୍ଦ୍ରିକାରେ ବେଆଇନ ପଟ୍ଟା କରବାର ; ଜନ ଅସନ୍ତୋଷ ବୃଦ୍ଧି
  • >>
  • ସତ୍ଯବାଦୀରେ ତିନି ସେନାଙ୍କ ବୀରତ୍ୱକୁ ସମ୍ମାନ ଜଣାଇ ତ୍ରିରଙ୍ଗା ଶୋଭାଯାତ୍ରା
  • >>
  • ତିନି ସେନାର ବୀରତ୍ୱ ପରାକ୍ରମକୁ ସମ୍ମାନ ଜଣାଇ ତ୍ରିରଙ୍ଗା ଶୋଭାଯାତ୍ର
  • >>
  • ଜଟଣୀରେ ସେନା ବାହିନୀ ଉଦ୍ଦେଶ୍ୟରେ ତୀରଙ୍ଗା ଶୋଭାଯାତ୍ରା
  • >>
  • ଗୁରୁଦେବ ଶ୍ରୀ ଶ୍ରୀ ରବି ଶଙ୍କରଙ୍କ ଜନ୍ମ ଦିନରେ ରକ୍ତ ଦାନ ଶିବିର
  • >>
  • ଶେଷ ହେଲା "ମା ଭଗବତୀ "ଙ୍କ ନବାଦୀନାତ୍ମକ ଯାତ୍ରା
  • କଦୋବାହାଲ ମଣ୍ଡଳ ସ୍ତରୀୟ ସଦସ୍ୟତା ଅଭିଯାନ କର୍ମଶାଳା



     ବରଗଡ଼ --- ବରଗଡ ଜିଲ୍ଲା ଅନ୍ତର୍ଗତ ଅତାବିରା ନିର୍ବାଚନ ମଣ୍ଡଳୀ କାଦୋବାହାଲ ମଣ୍ଡଳର କାର୍ଯ୍ୟକାରୀ ସଭାପତି  କୃଷ୍ଣ ଚନ୍ଦ୍ର ସାଥୁଆ ଙ୍କ ସଭାପତିତ୍ୱରେ ମଣ୍ଡଳ ସ୍ତରୀୟ ସଦସ୍ୟତା ଅଭିଯାନ 2024 କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଉକ୍ତ କର୍ମଶାଳାରେ ମଣ୍ଡଳର ସମସ୍ତ ଅପେକ୍ଷିତ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ । ସଦସ୍ୟତା ସଂଯୋଜକ ଭାବେ ଜିଲ୍ଲା ସାଧାରଣ ସମ୍ପାଦକ ତଥା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ (ଅନୁସୂଚିତ ଜାତି) ମୋର୍ଚ୍ଚା କୁଶ କୁମ୍ଭାର ମାର୍ଗ ଦର୍ଶନ କରିଥିବା ବେଳେ, ମଣ୍ଡଳ ସାଧାରଣ ସମ୍ପାଦକ ଗୋପବନ୍ଧୁ ମହାକୁର ମଞ୍ଚ ପରିଚାଳନା କରିଥିଲେ । ସଭାଶେଷରେ ଅନ୍ୟତମ ମଣ୍ଡଳ ସାଧାରଣ ସମ୍ପାଦକ ଲିଙ୍ଗରାଜ ଥାଟି ଧନ୍ୟବାଦ ଅର୍ପଣ କରିଥିଲେ । ବରଗଡ଼ ରୁ ଭବାନୀ ଶଙ୍କର ପାଢୀ ଙ୍କ ରିପୋର୍ଟ,୨୯/୮/୨୦୨୪---୬,୩୦ Sakhigopal News,29/8/2024

    Blog Archive

    Popular Posts