Breaking News

>>
  • କଣାସରେ କଲବଲ କରୁଛି ହଇଜା ; କମିବାର ନାଁ ଧରୁ ନାହିଁ
  • >>
  • କରମଳାରେ ବନ ମହୋତ୍ସବ ପାଳିତ
  • >>
  • ଦାରୁଦେବତା ପୁସ୍ତକ ଉନ୍ମୋଚିତ;ଜଗନ୍ନାଥ ସଂସ୍କୃତି ର ପ୍ରଚାର ପ୍ରସାରର ଆବଶ୍ୟକତା ରହିଛି -ଆଇଜି ହିମାଂଶୁ ଲାଲ କହିଲେ
  • >>
  • ସାଇ ଗୁରୁକୁଳ ଆବାସିକ ବିଦ୍ୟାଳୟ ଠାରେ ରୋଟି ମେସିନ୍ ସ୍ଥାପନ
  • >>
  • ୟୁବି ହାଇସ୍କୁଲରେ ଏନ୍ ସିସି ପକ୍ଷରୁ ବନ ମହୋତ୍ସବ ପାଳିତ
  • >>
  • ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦୁଇଟି ସ୍ଥାନରେ ଆକ୍ରମଣ, ଦୁଇ ଆହତ, ଦୁଇ ଗିରଫ
  • >>
  • ବାହାଡାପଦର ନୋଡାଲ ହାଇସ୍କୁଲ ଓ ରୋଟାରୀ କ୍ଳବ ତରଫରୁ ବନମହୋତ୍ସବ
  • >>
  • ଓଡ଼ିଆ ବିଶ୍ୱବିଦ୍ୟାଳୟ ପରିସରରେ ବୃକ୍ଷ ରୋପଣ ଅନୁଷ୍ଠିତ
  • >>
  • ସାକ୍ଷୀଗୋପାଳ ରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଙ୍କୁ ସ୍ବାଗତ
  • >>
  • ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ 'ରାତ୍ର ୮ ଟା ପର୍ଯ୍ୟନ୍ତ ଖୋଲା ;ଦଲାଲ ମାନଙ୍କ ଦ୍ୱାରା ପରିଚାଳିତ
  • >>
  • କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶତାୟୁ ଆୟୁଷ ପାଇଁ ୫୬ ଜଣଙ୍କୁ ଛତା ବଣ୍ଟନ
  • >>
  • ଓଡ୍ର ଖଣ୍ଡାୟତ କାଳିଞ୍ଜି ସମାଜର କୁଳଗୃହ ପ୍ରତିଷ୍ଠା ଓ ସାଙ୍ଗଠନିକ ବୈଠକ
  • ଲରମ୍ଭା କଲେଜର ପ୍ରତିଷ୍ଠା ଦିବସ ଓ ଜନ୍ମାଷ୍ଟମୀ ପର୍ବ ପାଳିତ



    ବରଗଡ଼ --- ବରଗଡ ଜିଲ୍ଲା ଅତାବିରା ବ୍ଲକ ସ୍ଥିତ ଲରମ୍ଭା କଲେଜ ଠାରେ ଜନ୍ମାଷ୍ଟମୀ ଅବସରରେ କଲେଜ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ମହାବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଶ୍ରୀ ରବିନାରାୟଣ ପଣ୍ଡାଙ୍କ ଅଧ୍ୟକ୍ଷତା କରିଥିଲେ ।ମୁଖ୍ୟଅତିଥି ବରଗଡ ଲୋକସଭା ସାଂସଦ ଶ୍ରୀ ପ୍ରଦୀପ ପୁରୋହିତ, ସମ୍ମାନିତ ଅତିଥି ମାନ୍ୟବର ଅତାବିରା ନିର୍ବାଚନ ମଣ୍ଡଳୀର ବିଧାୟକ ଶ୍ରୀ ନିହାର ରଂଜନ ମହାନନ୍ଦ, ମୁଖ୍ୟବକ୍ତା ନେତାଜୀ ସୁବାଷ ଚନ୍ଦ୍ର ବୋଷ ସରକାରୀ କଲେଜର ସହକାରୀ ଓଡିଆ ପ୍ରାଧ୍ୟାପକ ଡଃ ଶ୍ୟାମ ଭୋଇ , କଲେଜ ଅଧ୍ୟକ୍ଷ ଡଃ ପ୍ରମୋଦ କୁମାର ଭୋଇ ମଂଚାସୀନ ଥିଲେ । ବକ୍ତାମାନେ ବ୍ରଜମୋହନ ପଣ୍ଡାଙ୍କ ଅବଦାନ ସହ ଶ୍ରୀ କୃଷ୍ଣଙ୍କ ପ୍ରତିଭକ୍ତି ଭାବନାକୁ ଆଲୋଚନା କରିଥିଲେ । ବିଭିନ୍ନ କ୍ଷେତ୍ରରେ କୃତିତ୍ବ ଲାଭ କରିଥିବା ପ୍ରତିଯୋଗିଙ୍କୁ ପରସ୍କାର ପ୍ରଦାନ କରାଯାଇଥିଲା । ଅନୁରୋଧ କ୍ରମେ ଦିବ୍ୟାଙ୍ଗ ଛାତ୍ର ଅଜୟ କୁମାର ଭୋଇଙ୍କୁ ବିଧାୟକ ଲାପଟପ୍ ପ୍ରଦାନ କରିଥିଲେ। ଏହିଅବସରରେ ଅଧ୍ୟାପିକା ଡଃ ଶାନ୍ତିଲତା ବାରିକ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଅଧ୍ୟାପିକା ଯଶୋବନ୍ତୀ ସା ଧନ୍ୟବାଦ ଅର୍ପଣ କରିଥିଲେ । ଏଥିରେ ବହୁସାହିତ୍ୟ ପ୍ରେମୀ, ଅବସରପ୍ରାପ୍ତ କଲେଜ କର୍ମଚାରୀ ସମେତ କଲେଜର ସମସ୍ତ କର୍ମଚାରୀ ଓ ଛାତ୍ରଛାତ୍ରୀ ଯୋଗଦେଇଥିଲେ।
    ବରଗଡ଼ ରୁ ଭବାନୀ ଶଙ୍କର ପାଢୀ ଙ୍କ ରିପୋର୍ଟ,୨୬/୮/୨୦୨୪----୯,୧୦ Sakhigopal News,26/8/2024

    Blog Archive

    Popular Posts