Breaking News

>>
  • ଅଗ୍ନି ବିପନ୍ନଙ୍କୁ ଗୃହ କାଯ୍ୟାଦେଶ ବଣ୍ଟନ କଲେ ବିଧାୟକ
  • >>
  • ଆଇଆଇଏମ୍ ସମ୍ବଲପୁର ପକ୍ଷରୁ ଜାତୀୟ ଡିଜିଟାଲ୍ ଲାଇବ୍ରେରି କର୍ମଶାଳା ଆୟୋଜିତ
  • >>
  • ଜନ୍ମ ଦିନରେ ରକ୍ତ ଦାନ ଶିବିର ୪୩ ୟୁନିଟ୍ ସଂଗୃହୀତ
  • >>
  • କୁଦିଆରି ଆରଆଇ କାର୍ଯ୍ୟାଳୟ ଅନ୍ୟତ୍ର ସ୍ଥାନାନ୍ତରିତକୁ ନେଇ ଆନ୍ଦୋଳନ ପାଇଁ ସଜବାଜ
  • >>
  • ଏକ କୋଟି ରୁ ଅଧିକ ଟଙ୍କାର ରୂପା ଜବତ
  • >>
  • ଧନୁପାଲି ଶିଶୁ ବିଦ୍ୟାମନ୍ଦିର ପରିସରରେ ଗୁରୁ ପୂର୍ଣ୍ଣିମା ଦିବସ ପାଳିତ
  • >>
  • ସୁନୀତା ଛାଡିଲେ ବିଜେଡି, କଂଗ୍ରେସର ହାତ ଧରିଲେ , ଘରକୁ ଫେରିବା ପରେ କର୍ମୀମାନେ ଖୁସି
  • >>
  • ସତ୍ୟବାଦୀ ରେ ବ୍ୟାସ ପୂର୍ଣିମାରେ ଗୁରୁପୂଜନ
  • >>
  • ସତ୍ୟବାଦୀରେ ଜାତୀୟ ମତ୍ସ୍ୟ ଚାଷୀ ଦିବସ ପାଳିତ ସହିତ ପ୍ରଶିକ୍ଷଣ ଓ ସଚେତନତା ଶିବିର ଅନୁଷ୍ଠିତ
  • >>
  • ବୃକ୍ଷରୋପଣ ସଚେତନତା କାର୍ଯକ୍ରମ ଅନୁଷ୍ଠିତ
  • >>
  • ସାବିତ୍ରୀ ମହିଳା ମହାବିଦ୍ୟାଳୟ ରେ ନୂତନ ଛାତ୍ରୀ ଓ ଅଧ୍ୟାପିକାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା
  • >>
  • ଅବସର ପ୍ରାପ୍ତ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା ସମାରୋହ; ଗୁରୁ ହେଉଛନ୍ତି ଏକ ସତ୍ତା ଓ ଏକ ଅନୁଭବ
  • >>
  • ଛତିଶଗଡରେ ସ୍ମରଣିକା ଦାରୁ ଦେବତା ର ବିତରଣ ଉତ୍ସବ ଅନୁଷ୍ଠିତ
  • >>
  • ୨ୟ ଦିନରେ ଡ୍ରାଇଭରଙ୍କ ଷ୍ଟିୟରିଂଛାଡ଼ ଆନ୍ଦୋଳନ, ବରଗଡ଼ରେ ଡ୍ରାଇଭର ଙ୍କୁ ଉଠାଇନେଲା ପୋଲିସ
  • >>
  • ସାକ୍ଷୀଗୋପାଳ ରେ ଭାରତବନ୍ଦ ଡାକରା ସଫଳ: ଲୋକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ
  • ଡିଏଭି ବିଦ୍ୟାଳୟରେ ରକ୍ଷା ବନ୍ଧନ ଦିବସ ପାଳନ



    ଭଞ୍ଜନଗର--- ଡିଏଭି ପିଟି ଏସ ଆର ପବ୍ଲିକ ସ୍କୁଲ ଭଞ୍ଜନଗରର କର୍ମକର୍ତ୍ତା ଓ ଛାତ୍ରଛାତ୍ରୀଙ୍କ ଦ୍ବାରା ରକ୍ଷା ବନ୍ଧନ ଦିବସ ପାଳନ କରାଯାଇଛି। ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀମାନେ ଭଞ୍ଜନଗର ମଧ୍ୟରେ ଥିବା ସମସ୍ତ ସରକାରୀ ଓ ବେସରକାରୀ ସଂସ୍ଥା ଭ୍ରମଣ କରି ରାକ୍ଷୀ ବାନ୍ଧି ଭାଇଚାରା ମନୋଭାବ ସୃଷ୍ଟି କରିଥିଲେ। ବିଦ୍ୟାଳୟର କର୍ମକର୍ତ୍ତା ଓ ଛାତ୍ରଛାତ୍ରୀ ପରସ୍ପର ମଧ୍ୟରେ ରାକ୍ଷୀବାନ୍ଧି ଭାତୃତ୍ବ ବନ୍ଧନରେ ନିଜକୁ ଆବଦ୍ଧ କରିଥିଲେ। ଶିକ୍ଷକ ଶିକ୍ଷୟିତ୍ରୀ ଙ୍କ ଦ୍ଵାରା ଏହି ଦିବସର ମହତ୍ତ୍ଵ ଓ ଆବଶ୍ୟକତା ର ବାର୍ତ୍ତା ଛାତ୍ରଛାତ୍ରୀଙ୍କୁ  ପ୍ରଦାନ କରାଯାଇଥିଲା। ବିଦ୍ୟାଳୟ ତରଫରୁ ମିଷ୍ଟାନ୍ନ ଆଦି ବଣ୍ଟନ କାର୍ଯ୍ୟକ୍ରମ କରାଯାଇଥିଲା । ଭଞ୍ଜନଗରରୁ ରବିନ୍ଦ୍ର ପ୍ରଧାନଙ୍କ ରିପୋର୍ଟ,୨୦/୮/୨୦୨୪----୧୧,୨୫ Sakhigopal News,20/8/2024

    Blog Archive

    Popular Posts