Breaking News

>>
  • ସାପ କାମୁଡ଼ାରେ ଜଣେ ମୃତ, ଜଣେ ଗୁରୁତର
  • >>
  • ଆନନ୍ଦ ସଙ୍ଗୀତାୟନ ର ୯୧ ତମ ଭଞ୍ଜ ସଂଗୀତ ଆସର
  • >>
  • ଖୁଣ୍ଟୁଲିପାଲି ଛକ ଠାରେ ବିଶୁଦ୍ଧ ଥଣ୍ଡା ପାନୀୟ ଜଳ ର ପ୍ରକଳ୍ପ ଉଦଘାଟନ
  • >>
  • ବର୍ଷାରେ ବେହାଲ ଜଟଣୀ, ନର୍ଦ୍ଦମା ଜଳରେ ଉବୁଟୁବୁ "ସୀତାରାମ ଛକ ; ସହରର ଡ୍ରେନ ବ୍ୟବସ୍ଥା ସମ୍ପୂର୍ଣ୍ଣ ଭୁଷୁଡିପଡିଛି
  • >>
  • ପୌର ଉପାଧ୍ୟକ୍ଷାଙ୍କୁ ଅଧ୍ୟକ୍ଷଙ୍କ ଅଣଦେଖା ; ପ୍ରତିବାଦରେ ଉପାଧ୍ୟକ୍ଷାଙ୍କ ଧାରଣା : ଧାରଣାର ୪ ଘଣ୍ଟା ପରେ ଧାରଣରୁ ଓହରିଲେ ଉପାଧକ୍ଷା
  • >>
  • ଗଞ୍ଜେଇ ଚୋରା ଚାଲାଣ ବେଳେ ୪ ଗିରଫ କରିଛି ପୋଲିସ
  • >>
  • ଦକ୍ଷିଣ ଘୁମୁସର ବନଖଣ୍ଡ ପକ୍ଷରୁ ମେଗା ରକ୍ତଦାନ ଶିବିର - ୧୦୧ ୟୁନିଟ୍ ରକ୍ତ ସଂଗ୍ରହ
  • >>
  • ଓଟିଇଟି ପରୀକ୍ଷା ପ୍ରତ୍ୟାହାର ଦାବି ନେଇ ପ୍ରାଥମିକ ଶିକ୍ଷକ ସଂଘର ଏକ ଦାବିପତ୍ର
  • >>
  • ବେଆଇନ ମଇଁଷି ଚାଲାଣ ; ୧୧ମଇଁଷି ଉଧାର , ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • >>
  • ବିଶ୍ୱ ପର୍ଯ୍ୟାବରଣ ଦିବସରେ ପ୍ଲାଷ୍ଟିକ ପ୍ରଦୂଷଣକୁ ବନ୍ଦ କରିବା ଭାରତୀୟ ରେଳବାଇର ମୁଖ୍ୟ ଲକ୍ଷ
  • >>
  • ଧର୍ମ ପରାୟଣ ମହିଳାଙ୍କ ପରଲୋକ
  • >>
  • ଓଡ଼ିଶା ପ୍ରଦେଶ ଯୁବ କଂଗ୍ରେସ ରାଜ୍ଯ ସୋସିଆଲ ମିଡିଆରେ ସାମିଲ ହେଲେ ସତ୍ୟବାଦୀ ର ଲିପ୍ତି ରଞ୍ଜନ ପ୍ରଧାନ
  • >>
  • ବଣୁଆ ହାତୀଙ୍କ ଉପଦ୍ରବ, ବିରିକୋଟରେ ଘର ଭାଙ୍ଗିଲେ
  • >>
  • ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନେମାହନ ସିଂହଙ୍କ ପରଲୋକ
  • >>
  • ପ୍ରକୃତି ବନ୍ଧୁ ସମ୍ମାନୀତ ଶିକ୍ଷକ ଦ୍ଵିତୀକୃଷ୍ଣ:ଇଣ୍ଟରନେସନାଲ୍ ସୋସିଆଲ ଅନରେବଲ୍ ଆଓ୍ଵାର୍ଡ ସହ ପାଇଲେ ଡକ୍ଟରେଟ ସମ୍ମାନ
  • ଦୁର୍ଘଟଣା ବ୍ୟକ୍ତିକୁ ଡାକ୍ତରଖାନା ଚିକିତ୍ସା କଳା ଜିଲ୍ଲା ସମାଜସେବୀ ସଂଘ




     ବରଗଡ଼ --- ଆଜି ସକାଳ ପାଖା ପାଖି ଦଶଟା  ସମୟରେ ହାଇୱେ ରେ ବରଗଡ଼ ଘୁଲିପାଲି ଛକରୁ ହଳଦୀପାଲି ଛକ  ମଧ୍ୟରେ ଜଣେ ବ୍ୟକ୍ତି ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ । ସମ୍ବଲପୁର ରୁ ବଲାଙ୍ଗୀର ଯାଉଥିବା ବେଳେ ହଟାତ ଏକ  କୁକୁର ମଟରସାଇକେଲ ସମ୍ମୁଖକୁ ଆସି ଯିବାରୁ ବ୍ୟକ୍ତିଟି ଦୁର୍ଘଟଣା ହୋଇଥିଲେ | ଜିଲ୍ଲା ସମାଜସେବୀ ସଂଘର ସକ୍ରିୟ ସଦସ୍ୟ ବିକ୍ରମ ଦାସ ଦୁର୍ଘଟଣା ବ୍ୟକ୍ତି କୁ 108 ଆମ୍ଭୁଲେନ୍ସ ସାହାଯ୍ୟ ରେ ତାଙ୍କୁ ଖେଦାପାଲି ଡାକ୍ତରଖାନା କୁ ପହଁଞ୍ଚlଇ ଥିଲେ । ଏବଂ ନିଜେ ସେଠାରେ ରହି ତାଙ୍କର ଚିକିତ୍ସା କରାଇ ତାଙ୍କ ପରିବାର ଲୋକଙ୍କୁ ଖବର ଦେଇଥିଲେ। ବରଗଡ଼ ରୁ ଭବାନୀ ଶଙ୍କର ପାଢୀ ଙ୍କ ରିପୋର୍ଟ,୨୯/୮/୨୦୨୪---୬,୫୫ Sakhigopal News,29/8/2024

    Blog Archive

    Popular Posts