>>
  • ଗଞ୍ଜେଇ ଚୋରା ଚାଲାଣ ବେଳେ ୪ ଗିରଫ କରିଛି ପୋଲିସ
  • >>
  • ଦକ୍ଷିଣ ଘୁମୁସର ବନଖଣ୍ଡ ପକ୍ଷରୁ ମେଗା ରକ୍ତଦାନ ଶିବିର - ୧୦୧ ୟୁନିଟ୍ ରକ୍ତ ସଂଗ୍ରହ
  • >>
  • ଓଟିଇଟି ପରୀକ୍ଷା ପ୍ରତ୍ୟାହାର ଦାବି ନେଇ ପ୍ରାଥମିକ ଶିକ୍ଷକ ସଂଘର ଏକ ଦାବିପତ୍ର
  • >>
  • ବେଆଇନ ମଇଁଷି ଚାଲାଣ ; ୧୧ମଇଁଷି ଉଧାର , ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • >>
  • ବିଶ୍ୱ ପର୍ଯ୍ୟାବରଣ ଦିବସରେ ପ୍ଲାଷ୍ଟିକ ପ୍ରଦୂଷଣକୁ ବନ୍ଦ କରିବା ଭାରତୀୟ ରେଳବାଇର ମୁଖ୍ୟ ଲକ୍ଷ
  • >>
  • ଧର୍ମ ପରାୟଣ ମହିଳାଙ୍କ ପରଲୋକ
  • >>
  • ଓଡ଼ିଶା ପ୍ରଦେଶ ଯୁବ କଂଗ୍ରେସ ରାଜ୍ଯ ସୋସିଆଲ ମିଡିଆରେ ସାମିଲ ହେଲେ ସତ୍ୟବାଦୀ ର ଲିପ୍ତି ରଞ୍ଜନ ପ୍ରଧାନ
  • >>
  • ବଣୁଆ ହାତୀଙ୍କ ଉପଦ୍ରବ, ବିରିକୋଟରେ ଘର ଭାଙ୍ଗିଲେ
  • >>
  • ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନେମାହନ ସିଂହଙ୍କ ପରଲୋକ
  • >>
  • ପ୍ରକୃତି ବନ୍ଧୁ ସମ୍ମାନୀତ ଶିକ୍ଷକ ଦ୍ଵିତୀକୃଷ୍ଣ:ଇଣ୍ଟରନେସନାଲ୍ ସୋସିଆଲ ଅନରେବଲ୍ ଆଓ୍ଵାର୍ଡ ସହ ପାଇଲେ ଡକ୍ଟରେଟ ସମ୍ମାନ
  • >>
  • କନ୍ଧମାଳରୁ - ପୁରୀ ଗଞ୍ଜେଇ ଚାଲାଣ ; ଅବକାରୀ ବିଭାଗର ଚଢ଼ାଉ, କାର୍ ସହ ୬୦ କିଲୋ ଗଞ୍ଜେଇ ଜବତ, ଦୁଇ ଗିରଫ
  • >>
  • ଖୋର୍ଦ୍ଧା ରୋଡ୍ ମଣ୍ଡଳ ପକ୍ଷରୁ ବ୍ୟାପକ ଟିକେଟ ଯାଞ୍ଚ
  • >>
  • ରାସ୍ତା ବିବାଦକୁ ନେଇ ସାମ୍ବାଦିକଙ୍କୁ ଆକ୍ରମଣ , ଜଗନ୍ନାଥ ମନ୍ଦିର ପ୍ରଶାସନର ଖାମଖିଆଲ ନୀତି ପାଇଁ ଜମି ଦଲାଲ ଙ୍କ ମନମାନି
  • >>
  • ଦୁର୍ନୀତିର ଗନ୍ତାଘର ଜଟଣୀ ଉପନିବନ୍ଧକ କାର୍ଯ୍ୟାଳୟ ; ଷ୍ଟାମ୍ପ ପେପର୍ ଓ ଷ୍ଟାମ୍ପ ଟିକଟ ବିକ୍ରୀରେ ଚାଲିଛି ଦଲାଲଗିରି
  • >>
  • ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଶିକ୍ଷକ ଅମରେନ୍ଦ୍ର ପ୍ରଧାନଙ୍କୁ ଶ୍ରଦ୍ଧାଞ୍ଜଳି
  • ଓଡ଼ିଶା ଡ୍ରାଇଭର ମହାସଂଘ ଜଗନ୍ନାଥପ୍ରସାଦ ଶାଖା ପକ୍ଷରୁ ଡ୍ରାଇଭର ଦିବସ ପାଳନ

     
    ଭଞ୍ଜନଗର- ଓଡ଼ିଶା ଡ୍ରାଇଭର ମହାସଂଘ ଜଗନ୍ନାଥ ପ୍ରସାଦ ଶାଖା ପକ୍ଷରୁ ସେପ୍ଟେମ୍ବର ୧ ତାରିଖକୁ ଡ୍ରାଇଭର ଦିବସ ଭାବ‌ରେ ପାଳନ କରିଛନ୍ତି। ସଂଘ ପକ୍ଷରୁ ଜଗନ୍ନାଥ ପ୍ରସାଦ ବ୍ଲକ ଅନ୍ତର୍ଗତ ଗଣ୍ଡାଧର ସ୍ଥିତ ସଂଘ କାର୍ଯ୍ୟାଳୟ ଠାରେ ଧୁମଧାମରେ ଏହାକୁ ପାଳନ କରାଯାଇଛି। ସଂଘର ବ୍ଲକ ସଭାପତି ସୁନିଲ କୁମାର ପ୍ରଧାନଙ୍କ ନେତୃତ୍ବରେ ଆୟୋଜିତ କାର୍ଯ୍ୟକ୍ରମରେ କେକ୍‌ କାଟିବା ସହ ପରସ୍ପରକୁ ମିଠା ଖୁଆଇ ଡ୍ରାଇଭର ମାନ‌େ ଶୁଭେଚ୍ଛା ଜଣାଇଛନ୍ତି। ଏଥିସହ ସଡକ ସୁରକ୍ଷା ନିମୟକୁ ପାଳନ କରିବା ସହିତ ସଂଘ ବିଭିନ୍ନ କାର୍ଯ୍ୟକ୍ରମ ବିଷୟରେ ଆଲୋଚନା କରାଯାଇଥିଲା। ଏହି ଅବସରରେ ଜିରାବାଡି ଠାରୁ ରାଣୀଭୂମି ଓ ତାମନାଡ ଠାରୁ କନ୍ଧନୂଆଁ ପଲ୍ଲୀ ଗ୍ରାମ ରାସ୍ତା ପାର୍ଶ୍ବରେ ବୃକ୍ଷରୋପଣ କରାଯାଇଥିଲା। ଏହି କାର୍ଯ୍ୟକ୍ରମକୁ ସମ୍ପାଦକ ସୁଦାମ ଜେନା ପରିଚାଳନା କରିଥିବା ବେଳେ ବ୍ଲକ କମିଟି ନେତୃବୃନ୍ଦ ଓ ସଦସ୍ୟମାନେ ସହଯୋଗ କରିଥିଲେ।  ଭଞ୍ଜନଗରରୁ ରବିନ୍ଦ୍ର ପ୍ରଧାନଙ୍କ ରିପୋର୍ଟ,୧/୯/୨୦୨୪----୮,୧୦ Sakhigopal News,1/9/2024

    Blog Archive

    Popular Posts