>>
  • ଆସାମୀକୁ ଗିରଫ କରିବା ଦାବିରେ ; ଗଡିଶାଗୋଦା ଥାନା ସମ୍ମୁଖରେ ମହିଳା ମାନେ ଧାରଣା ଦେଲେ
  • >>
  • ମନ୍ଦିରର ତାଲା ଭାଙ୍ଗି ଦୁବୁର୍ତ୍ତ ଠାକୁରାଣିଙ୍କ ଆଖି ତାଡିନେବା ସହିତ ସମସ୍ତ ଆସବାସପତ୍ର ଲୁଟିନେଲେ
  • >>
  • ଶିକ୍ଷକଙ୍କ ବିଦାୟକାଳୀନ ସମ୍ବର୍ଦ୍ଧନା ଉତ୍ସବ
  • >>
  • ବଡ଼ ଧରଣର ଜୁଆ ଆଡ୍ଡା ଉପରେ ଚଢ଼ଉ, ୧୯ ଗିରଫ
  • >>
  • ମାତିଲେଣି ଆତ୍ମ ଘୋଷିତ ସାମ୍ବାଦିକ , ମିଛ ଖବର ଛାପି ନିରୀହ ବ୍ୟକ୍ତିଙ୍କୁ କରୁଛନ୍ତି ବିଭ୍ରାଟ
  • >>
  • ଖୋର୍ଦ୍ଧାରୋଡ଼ ରେଳ ମଣ୍ଡଳରେ ଏଟିଭିଏମ ବ୍ୟବହାରରେ ପ୍ରଭାବଶାଳୀ ବୃଦ୍ଧି
  • >>
  • ଦଲାଲଙ୍କ କବଜାରେ "ତହସିଲ'କାର୍ଯ୍ୟାଳୟ; ତହସିଲ କାର୍ଯ୍ୟାଳୟରର ଲୁଚି ରହୁ ନାହିଁ ଗୋପନୀୟ ତଥ୍ୟ
  • >>
  • ସାକ୍ଷୀଗୋପାଳ - ଅଳଗୁମ ରାସ୍ତାରେ ରେଳ ଓଭରବ୍ରିଜ ନିର୍ମାଣ ପାଇଁ ସର୍ଭେ କାମ ଶେଷ
  • >>
  • ବଜ୍ରାଘାତରେ ଗାଈ ଜଗୁଆଳଙ୍କ ମୃତ୍ୟୁ
  • >>
  • ସାକ୍ଷୀଗୋପିନାଥ ଦେବଙ୍କ ଚିତାଲାଗି ପର୍ବ ପାଳନ ଓ ଘରେ ଘରେ ଚିତଉପିଠା ବାସ୍ନାରେ ମହକିଲା
  • >>
  • ଡେଲାଙ୍ଗରେ ବ୍ରଜପାତରେ ଯୁବକର ମୃତ୍ୟୁ
  • >>
  • ଜବାହର ଉଚ୍ଚ ବିଦ୍ୟାଳୟରେ ବନମହୋତ୍ସବ ପାଳିତ
  • >>
  • ମକରା ନଦୀରେ କୁମ୍ଭୀର ଆତଙ୍କ ; ବନ ବିଭାଗ ଓ ପୁଲିସ କୁମ୍ଭୀରକୁ ଖୋଜି ଖୋଜି ନୟାନ୍ତ
  • >>
  • ସାତ ରଙ୍ଗ ଓ ସାତଟି ଗଳ୍ପର ଚଳଚିତ୍ର ଇନ୍ଦ୍ରଧନୁ
  • >>
  • କୋଣାର୍କର ବରିଷ୍ଠ ସାମ୍ବାଦିକ ଅଜିତ କୁମାର ମଲ୍ଲିକ ଙ୍କ ଦେହାନ୍ତ
  • ମହିଳା ମାନଙ୍କୁ ନିରାଶ କଲେ ମୁଖ୍ୟମନ୍ତ୍ରୀ



    ସାକ୍ଷୀଗୋପାଳ,---- ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ସାକ୍ଷୀଗୋପାଳ କଲେଜ ପଡିଆରେ ରହିଥିଲା ।  ମୁଖ୍ୟମନ୍ତ୍ରୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଥିଲା । ବିଶେଷ କରି ନୂତନ ମୁଖ୍ୟଢ଼ନ୍ତ୍ରୀଙ୍କୁ ନିଜ ପାଖରେ ଦେଖିବା ଓ ସୁଭଦ୍ରା ଯୋଜନାରେ ଟଙ୍କା ନ ପାଇଥିବା ମହିଳା ମାନେ ମୁଖ୍ୟମନ୍ତ୍ରୀଙ୍କୁ ସେମାନଙ୍କ ଦୁଖଃ ଜଣାଇବା ପାଇଁ ଆସିଥିଲେ । ମାତ୍ର ମୁଖ୍ୟମନ୍ତ୍ରୀ କେତେକ କାରଣ  ଯୋଗୁ ମୁଖ୍ୟମନ୍ତ୍ରୀ ଆସି ପାରିନଥିଲେ । ଯାହାକୁ ନେଇ ମହିଳା ମାନଙ୍କ ମନରେ ଅଶାନ୍ତି ସୃଷ୍ଟି ହୋଇଥିବା ଦେଖାଯାଇଥିଲା । ସାକ୍ଷୀଗୋପାଳରୁ ଧୀରେନ୍ଦ୍ର ସେନାପତି, ୨୬/୯/୨୦୨୪---୭,୩୫   Sakhigopal News, 26/9/2024

    Blog Archive

    Popular Posts