Breaking News

>>
  • ଜଟଣୀ ସହରରେ ଓଡିଶା ବନ୍ଦର ସମ୍ୟକ ପ୍ରବାହ , ବ୍ୟବସାୟୀ ଭାଇମାନଙ୍କ ସ୍ୱତଃପ୍ରତ ସମର୍ଥନ
  • >>
  • ଭଞ୍ଜନଗରରେ ଓଡିଶା ବନ୍ଦ ଶାନ୍ତି ପୂର୍ଣ୍ଣ ଭାବେ ପାଳନ
  • >>
  • ବିଜେପି ସରକାର ଡାଉନ୍ ଡାଉନ୍ , ସତ୍ୟବାଦୀ ରେ ଓଡ଼ିଶା ବନ୍ଦ ସଫଳ ଦେଖିବାକୁ ମିଳିଛି
  • >>
  • ସାକ୍ଷୀଗୋପାଳ - ଅଳଗୁମ ଓଭରବ୍ରିଜ ସର୍ଭେ ଦୁତୀୟ ଦିନ ; ଡ୍ରୋନ କ୍ୟାମେରା ଦ୍ବାରା ଫଟୋ ଉତ୍ତୋଳନ
  • >>
  • ସାକ୍ଷୀଗୋପାଳ ପୋଲିସ ପକ୍ଷରୁ ଚୋରା ବାଲି ଟ୍ରକ ଜବତ
  • >>
  • ଫକୀରମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ମ୍ରୁତ୍ୟୁ ଘଟଣାକୁ ନେଇ ସତ୍ଯବାଦୀ ଯୁବ କଂଗ୍ରେସ ପକ୍ଷରୁ ଦୀପଦାନ ଓ ବିକ୍ଷୋଭ
  • >>
  • ଭଞ୍ଜନଗର ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ବୈଠକ
  • >>
  • ସାକ୍ଷୀଗୋପାଳ - ଅଳଗୁମ ଓଭରବ୍ରିଜ ସର୍ଭେ ଚାଲିଥିବା ବେଳେ ବିରୋଧ କଲେ ବ୍ୟବସାୟୀ; ପ୍ରଶାସନ ମୁଣ୍ଡ ନୁଆଇଁଲା ବ୍ୟବସାୟୀଙ୍କ ନିକଟରେ
  • >>
  • ଜଟଣୀ ପୌରପରିଷଦ ପକଳ୍ପ ନାମରେ ହରିଲୁଟ
  • >>
  • ଭଞ୍ଜନଗର ରୋଟାରୀ କ୍ଳବର ୧୮ ତମ ଅଧିଷ୍ଠାନ ଦିବସ ପାଳିତ
  • >>
  • ଗାଲେରୀ ପାଠଶାଳାର ତୃତୀୟ ବାର୍ଷିକ ଉତ୍ସବ ପାଳିତ
  • >>
  • ୟୁବି ହାଇସ୍କୁଲରେ ବନ ମହୋତ୍ସବ ପାଳନ : “ଏକ୍ ପେଡ୍ ମାଁ କେ ନାମ୍ “ ଅନୁଷ୍ଠିତ
  • >>
  • ତ୍ୟାଗମୟ ଜୀବନ ଏକ ଆଦର୍ଶ, ଦୟାନନ୍ଦଙ୍କ ଜୀବନ ଦର୍ଶନ ମାଟି ପାଇଁ ଏକ ଉପାଦାନ
  • >>
  • ସାକ୍ଷୀଗୋପାଳ - ମନ୍ଦିର ରାସ୍ତାରେ ରେଳ ଓଭରବ୍ରିଜ ନିର୍ମାଣ ପାଇଁ ପୁଣି ଜମି ଅଧିଗ୍ରହଣ ପାଇଁ ସର୍ଭେ ଆରମ୍ଭ
  • >>
  • ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ପ୍ରଶିକ୍ଷଣ ଶିବିର ;ସ୍ୱାସ୍ଥ୍ୟ ପ୍ରତି ଯତ୍ନ ହୁଅ
  • ଗୋବରା ପ୍ରଫୁଲ୍ଲ କୁମାରୀ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆଇନ୍ ସଚେତନତା ଶିବିର




    ଭଞ୍ଜନଗର-  ଗୋବରା ସ୍ଥିତ ପ୍ରଫୁଲ୍ଲ କୁମାରୀ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଭଞ୍ଜନଗର ତାଲୁକ୍ ଲିଗାଲ୍ ସର୍ଭିସ୍ କମିଟି   ଅଳକା ମଞ୍ଜରୀ ପଟ୍ଟନାୟକ ଙ୍କ ଅଧକ୍ଷତାରେ ଏକ ଆଇନ୍ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି I  ଅତିଥି ରୂପେ ଭଞ୍ଜନଗର ଏଡିଜେ ଦେବଦତ୍ତ ପଟ୍ଟନାୟକ,ସିଭିଲ୍ ଜଜ୍ ଦେବାଶିଷ ବିଷୋୟୀ, ଜେଏମ୍ଏଫସି ଭିୟେଣ୍ଣା ନାୟକ, ଭଞ୍ଜନଗର ଉପଖଣ୍ଡ ଆରକ୍ଷୀ ଅଧୀକ୍ଷକ ସୁଜିତ୍ କୁମାର ନାୟକ,ତାଲୁକ୍ ଲିଗାଲ୍ ସର୍ଭିସ୍ କମିଟି ସଦସ୍ୟ  ପଟ୍ଟନାୟକ,ଡ.ପୂର୍ଣ୍ଣ ଚନ୍ଦ୍ର ତ୍ରିପାଠି,ପ୍ରଫୁଲ୍ଲ କୁମାରୀ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷା ମାମା ପରିଡ଼ା, ଭଞ୍ଜନଗର ଥାନା ଅଧିକାରୀ କୁମାର ମୁଦୁଲି, ଗାଙ୍ଗପୁର ଥାନା ଅଧିକାରୀ ରାଜେଶ କୁମାର ନାୟକ ପ୍ରମୁଖ ଯୋଗ ଦେଇଥିଲେ I ଉପସ୍ଥିତ ଅତିଥି ମାନେ ମୁଖ୍ୟତଃ ପୋକ୍ସୋ ଆକ୍ଟ,ମହିଳା ସୁରକ୍ଷା ଆଇନ୍ ସମ୍ପର୍କରେ ଆଲୋଚନା କରିବା ସହିତ ଛାତ୍ରୀ ମାନଙ୍କୁ ମହିଳାଙ୍କ ପାଇଁ ଥିବା ଆଇନ୍ ଗୁଡ଼ିକ ସମ୍ପର୍କରେ ସଚେତନ କରାଇଥିଲେ I କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ସ୍ଥାନୀୟ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀର ମହିଳା, ସମାଜ ସେବୀ, ଜନପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ I କାର୍ଯ୍ୟକ୍ରମ ଶେଷରେ ଅଧ୍ୟକ୍ଷା ମାମା ପରିଡା ଧନ୍ୟବାଦ ଦେଇଥିଲେ ।  ଅଧ୍ୟାପକ, ଅଧ୍ୟାପିକା ଏବଂ କର୍ମଚାରୀମାନେ  କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ I ଭଞ୍ଜନଗରରୁ ରବିନ୍ଦ୍ର ପ୍ରଧାନଙ୍କ ରିପୋର୍ଟ,୨୩/୯/୨୦୨୪----୮,୫୫ Sakhigopal News,23/9/2024

    Blog Archive

    Popular Posts