>>
  • ଜବାହର ଉଚ୍ଚ ବିଦ୍ୟାଳୟରେ ବନମହୋତ୍ସବ ପାଳିତ
  • >>
  • ମକରା ନଦୀରେ କୁମ୍ଭୀର ଆତଙ୍କ ; ବନ ବିଭାଗ ଓ ପୁଲିସ କୁମ୍ଭୀରକୁ ଖୋଜି ଖୋଜି ନୟାନ୍ତ
  • >>
  • ସାତ ରଙ୍ଗ ଓ ସାତଟି ଗଳ୍ପର ଚଳଚିତ୍ର ଇନ୍ଦ୍ରଧନୁ
  • >>
  • କୋଣାର୍କର ବରିଷ୍ଠ ସାମ୍ବାଦିକ ଅଜିତ କୁମାର ମଲ୍ଲିକ ଙ୍କ ଦେହାନ୍ତ
  • >>
  • ସତ୍ୟବାଦୀର ସାରଙ୍ଗାଯୋଡ଼ି ରେ କୁକୁଡ଼ା ମଡକ ; ହତାସ ଚାଷୀ କୁଳ
  • >>
  • ଶିଶୁମାନେ ହିଁ ଦେଶର ଉଜ୍ଜ୍ୱଳ ଭବିଷ୍ୟତ
  • >>
  • ସତ୍ୟବାଦୀ ରେ ପୁଣି ଲଜ୍ୟା, ନାବାଳିକା ଙ୍କୁ ଦୁର୍ଗମ ଅଭିଯୋଗ
  • >>
  • ସତ୍ୟବାଦୀ ରେ ନିଶାକୁ ନା କାର୍ଯ୍ୟକ୍ରମ ଅନୁଷ୍ଠିତ
  • >>
  • ଉତ୍କଳମଣି ଗୋପବନ୍ଧୁ ସ୍ମୃତି ମହାବିଦ୍ୟାଳୟରେ ମହିଳା କର୍ମଚାରୀ ଓ ଛାତ୍ରୀଙ୍କ ଯୌନ ଉତ୍ପୀଡ଼ନ ସମ୍ବନ୍ଧୀୟ ସଚେତନତା କର୍ମଶାଳା
  • >>
  • ଆଭ୍ୟନ୍ତରୀଣ ଅଭିଯୋଗ କମିଟିତରଫରୁ ଯୌନ ଉପୂୀଡନ ସମ୍ପର୍କିତ ଏକ ସଚେତନତା କର୍ମଶାଳା
  • >>
  • ଆଇନଜୀବୀ ଉପେନ୍ଦ୍ର ବିଶ୍ଵାଳଙ୍କ ପିତୃ ବିୟୋଗ
  • >>
  • ବଳଙ୍ଗା ଥାନା ଘଟଣା, ଚବିଶ ଘଣ୍ଟା ମଧ୍ୟରେ ଅଭିଯୁକ୍ତଙ୍କୁ ଗିରଫ ; ପୀଡ଼ିତାଙ୍କୁ ତୁରନ୍ତ ନ୍ୟାୟ ପ୍ରଦାନ ଦାବି କଲା କଂଗ୍ରେସ
  • >>
  • ଗ୍ୟାଲେରୀ କଲେଜ ରେ ଯୌନ ନିର୍ଯାତନା ସମ୍ପର୍କିତ ଆଲୋଚନା ଚକ୍ର ଅନୁଷ୍ଠିତ
  • >>
  • ଶ୍ରୀ ବତ୍ସ ଉଚ୍ଚ ବିଦ୍ୟାଳୟରେ ବନମହୋତ୍ସବ ସହିତ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ
  • >>
  • କଣାସ ଅଞ୍ଚଳରୁ ୩ମାସ ହେଲା ଝାଡାବାନ୍ତି ପିଛାଛାାଡୁନି; ଆଜି ୧୦ ଆକ୍ରାନ୍ତ
  • ନିଃଶୁଳ୍କ ଦନ୍ତ ଚିକିତ୍ସା ଏବଂ ଆୟୁର୍ବେଦିକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

     

    ଜଟଣୀ :-ସ୍ଥାନୀୟ ରୋଟାରୀ କ୍ଲବ ଠାରେ ନିଶୁଳ୍କ ଦନ୍ତ ଚିକିତ୍ସା ସହ ଆୟୁର୍ବେଦିକ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି l  ବରିଷ୍ଠ ଦନ୍ତ ଚିକିତ୍ସକ ବିଶେଷଜ୍ଞ ଡାକ୍ତର ସୁନୀଲ କୁମାର ରାଉତରାୟଙ୍କ ଦ୍ୱାରା ଏକ ନିଃଶୁଳ୍କ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି l ଏହି ସେବାରେ ୬୦ ରୁ ୭୦ ଜଣ ରୋଗୀ ଚିକିତ୍ସିତ ହୋଇ ଆରୋଗ୍ୟ ଲାଭ କରିଥିଲେ ଏବଂ ରୋଗୀ ମାନଙ୍କୁ ମାଗଣା ଔଷଧ ମଧ୍ୟ ପ୍ରଦାନ କରାଯାଇଥିଲା l ସେହିପରି ଆୟୁର୍ବେଦିକ ଡାକ୍ତର ବଜେନ୍ଦ୍ର ନାଥ ପାତ୍ର ଏବଂ ଆୟୁଷ ମେଡିକାଲ ଅଫିସର ଡାକ୍ତର ସୁବ୍ରତା ପାତ୍ର ଙ୍କ ଦ୍ୱାରା ମାଗଣା ଆୟୁର୍ବେଦିକ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି l ଏହି ପରିପ୍ରେକ୍ଷୀରେ ନୀଳଶୈଳ ଅନୁଷ୍ଠାନ ଏବଂ ରୋଟାରୀ କ୍ଲବର ମିଳିତ ସହଯୋଗରେ ଏକ ସ୍ୱାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ ହୋଇଥିଲା l
    ଜଟଣୀରୁ ରଙ୍ଗନାଥ ବେହେରାଙ୍କ ରିପୋର୍ଟ,୨୩/୯/୨୦୨୪----୮,୫୫ Sakhigopal News,23/9/2024

    Blog Archive

    Popular Posts