>>
  • ଅଗ୍ନି ବିପନ୍ନଙ୍କୁ ଗୃହ କାଯ୍ୟାଦେଶ ବଣ୍ଟନ କଲେ ବିଧାୟକ
  • >>
  • ଆଇଆଇଏମ୍ ସମ୍ବଲପୁର ପକ୍ଷରୁ ଜାତୀୟ ଡିଜିଟାଲ୍ ଲାଇବ୍ରେରି କର୍ମଶାଳା ଆୟୋଜିତ
  • >>
  • ଜନ୍ମ ଦିନରେ ରକ୍ତ ଦାନ ଶିବିର ୪୩ ୟୁନିଟ୍ ସଂଗୃହୀତ
  • >>
  • କୁଦିଆରି ଆରଆଇ କାର୍ଯ୍ୟାଳୟ ଅନ୍ୟତ୍ର ସ୍ଥାନାନ୍ତରିତକୁ ନେଇ ଆନ୍ଦୋଳନ ପାଇଁ ସଜବାଜ
  • >>
  • ଏକ କୋଟି ରୁ ଅଧିକ ଟଙ୍କାର ରୂପା ଜବତ
  • >>
  • ଧନୁପାଲି ଶିଶୁ ବିଦ୍ୟାମନ୍ଦିର ପରିସରରେ ଗୁରୁ ପୂର୍ଣ୍ଣିମା ଦିବସ ପାଳିତ
  • >>
  • ସୁନୀତା ଛାଡିଲେ ବିଜେଡି, କଂଗ୍ରେସର ହାତ ଧରିଲେ , ଘରକୁ ଫେରିବା ପରେ କର୍ମୀମାନେ ଖୁସି
  • >>
  • ସତ୍ୟବାଦୀ ରେ ବ୍ୟାସ ପୂର୍ଣିମାରେ ଗୁରୁପୂଜନ
  • >>
  • ସତ୍ୟବାଦୀରେ ଜାତୀୟ ମତ୍ସ୍ୟ ଚାଷୀ ଦିବସ ପାଳିତ ସହିତ ପ୍ରଶିକ୍ଷଣ ଓ ସଚେତନତା ଶିବିର ଅନୁଷ୍ଠିତ
  • >>
  • ବୃକ୍ଷରୋପଣ ସଚେତନତା କାର୍ଯକ୍ରମ ଅନୁଷ୍ଠିତ
  • >>
  • ସାବିତ୍ରୀ ମହିଳା ମହାବିଦ୍ୟାଳୟ ରେ ନୂତନ ଛାତ୍ରୀ ଓ ଅଧ୍ୟାପିକାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା
  • >>
  • ଅବସର ପ୍ରାପ୍ତ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା ସମାରୋହ; ଗୁରୁ ହେଉଛନ୍ତି ଏକ ସତ୍ତା ଓ ଏକ ଅନୁଭବ
  • >>
  • ଛତିଶଗଡରେ ସ୍ମରଣିକା ଦାରୁ ଦେବତା ର ବିତରଣ ଉତ୍ସବ ଅନୁଷ୍ଠିତ
  • >>
  • ୨ୟ ଦିନରେ ଡ୍ରାଇଭରଙ୍କ ଷ୍ଟିୟରିଂଛାଡ଼ ଆନ୍ଦୋଳନ, ବରଗଡ଼ରେ ଡ୍ରାଇଭର ଙ୍କୁ ଉଠାଇନେଲା ପୋଲିସ
  • >>
  • ସାକ୍ଷୀଗୋପାଳ ରେ ଭାରତବନ୍ଦ ଡାକରା ସଫଳ: ଲୋକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ
  • ପାଣିରେ ବୁଡ଼ି ମୃତ୍ୟୁ


    ବରଗଡ଼ ----ବରଗଡ ଜିଲ୍ଲା ଭେଡେନ ଥାନା ଅନ୍ତର୍ଗତ ରୁଷୁଡା ଫାଣ୍ଡି ଅଧିନସ୍ଥ ଭାଲୁପାଲି ଗ୍ରାମର ଭୀମ ମୁଦୁଲି ବୟସ ୬୦ ନିକଟସ୍ଥ ପୋଖରୀ କୁ ଗାଧୋଇବାକୁ ଯାଇ ଥିଲେ । ବହୁ ସମୟ ପର୍ଯ୍ୟନ୍ତ ନ ଆସିବାରୁ ପରିବାର ଲୋକମାନେ ଖୋଜିବାକୁ ଯାଇଥିଲେ । ପରେ ମୁମୁର୍ଷୁ ଅବସ୍ଥାରେ ଉଦ୍ଧାର କରି ଭେଡେନ ହସ୍ପିଟାଲ ନେଇଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ଭେଡେନ ଥାନା ଆଇଆଇସି ପ୍ରେମଜିତ ଦାଶ ନିର୍ଦ୍ଦେଶ କ୍ରମେ ରୁଷୁଡା ଫାଣ୍ଡି ଅଧିକାରୀ ପ୍ରମୋଦ କୁମାର ସାହୁ ଶବ କୁ ଜବତ କରି ବ୍ୟବଚ୍ଛେଦ ପାଇଁ ବରଗଡ ପଠାଇଛନ୍ତି। ଭେଡେନ ଅପମୃତ୍ୟୁ କେସ ନମ୍ବର ୨୧/୨୪। ରୁଷୁଡା ଫାଣ୍ଡି ଅଧିକାରୀ ପ୍ରମୋଦ କୁମାର ସାହୁ ଅଧିକ ତଦନ୍ତ କରୁଛନ୍ତି। ବରଗଡ଼ ରୁ ଭବାନୀ ଶଙ୍କର ପାଢୀ ଙ୍କ ରିପୋର୍ଟ,୨୬/୧୦/୨୦୨୪---୮,୪୫ Sakhigopal News,26/10/2024

    Blog Archive

    Popular Posts