>>
  • ଜଟଣୀ ସହରରେ ଓଡିଶା ବନ୍ଦର ସମ୍ୟକ ପ୍ରବାହ , ବ୍ୟବସାୟୀ ଭାଇମାନଙ୍କ ସ୍ୱତଃପ୍ରତ ସମର୍ଥନ
  • >>
  • ଭଞ୍ଜନଗରରେ ଓଡିଶା ବନ୍ଦ ଶାନ୍ତି ପୂର୍ଣ୍ଣ ଭାବେ ପାଳନ
  • >>
  • ବିଜେପି ସରକାର ଡାଉନ୍ ଡାଉନ୍ , ସତ୍ୟବାଦୀ ରେ ଓଡ଼ିଶା ବନ୍ଦ ସଫଳ ଦେଖିବାକୁ ମିଳିଛି
  • >>
  • ସାକ୍ଷୀଗୋପାଳ - ଅଳଗୁମ ଓଭରବ୍ରିଜ ସର୍ଭେ ଦୁତୀୟ ଦିନ ; ଡ୍ରୋନ କ୍ୟାମେରା ଦ୍ବାରା ଫଟୋ ଉତ୍ତୋଳନ
  • >>
  • ସାକ୍ଷୀଗୋପାଳ ପୋଲିସ ପକ୍ଷରୁ ଚୋରା ବାଲି ଟ୍ରକ ଜବତ
  • >>
  • ଫକୀରମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ମ୍ରୁତ୍ୟୁ ଘଟଣାକୁ ନେଇ ସତ୍ଯବାଦୀ ଯୁବ କଂଗ୍ରେସ ପକ୍ଷରୁ ଦୀପଦାନ ଓ ବିକ୍ଷୋଭ
  • >>
  • ଭଞ୍ଜନଗର ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ବୈଠକ
  • >>
  • ସାକ୍ଷୀଗୋପାଳ - ଅଳଗୁମ ଓଭରବ୍ରିଜ ସର୍ଭେ ଚାଲିଥିବା ବେଳେ ବିରୋଧ କଲେ ବ୍ୟବସାୟୀ; ପ୍ରଶାସନ ମୁଣ୍ଡ ନୁଆଇଁଲା ବ୍ୟବସାୟୀଙ୍କ ନିକଟରେ
  • >>
  • ଜଟଣୀ ପୌରପରିଷଦ ପକଳ୍ପ ନାମରେ ହରିଲୁଟ
  • >>
  • ଭଞ୍ଜନଗର ରୋଟାରୀ କ୍ଳବର ୧୮ ତମ ଅଧିଷ୍ଠାନ ଦିବସ ପାଳିତ
  • >>
  • ଗାଲେରୀ ପାଠଶାଳାର ତୃତୀୟ ବାର୍ଷିକ ଉତ୍ସବ ପାଳିତ
  • >>
  • ୟୁବି ହାଇସ୍କୁଲରେ ବନ ମହୋତ୍ସବ ପାଳନ : “ଏକ୍ ପେଡ୍ ମାଁ କେ ନାମ୍ “ ଅନୁଷ୍ଠିତ
  • >>
  • ତ୍ୟାଗମୟ ଜୀବନ ଏକ ଆଦର୍ଶ, ଦୟାନନ୍ଦଙ୍କ ଜୀବନ ଦର୍ଶନ ମାଟି ପାଇଁ ଏକ ଉପାଦାନ
  • >>
  • ସାକ୍ଷୀଗୋପାଳ - ମନ୍ଦିର ରାସ୍ତାରେ ରେଳ ଓଭରବ୍ରିଜ ନିର୍ମାଣ ପାଇଁ ପୁଣି ଜମି ଅଧିଗ୍ରହଣ ପାଇଁ ସର୍ଭେ ଆରମ୍ଭ
  • >>
  • ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ପ୍ରଶିକ୍ଷଣ ଶିବିର ;ସ୍ୱାସ୍ଥ୍ୟ ପ୍ରତି ଯତ୍ନ ହୁଅ
  • ରେମଣ୍ଡା ଉ ଉଚ୍ଚ ମାଧ୍ୟାମିକ ବିଦ୍ୟାଳୟରେ ରକ୍ଷକ ଫାଷ୍ଟଏଡ୍ କାର୍ଯ୍ୟକ୍ରମ ଅନୁଷ୍ଠିତ




     ବରଗଡ଼ --- ବରଗଡ  ଜିଲ୍ଲା ରେମଣ୍ଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଏକ ଦିବସୀୟ ରକ୍ଷକ ପ୍ରାଥମିକ ସହାୟତା(ଫାଷ୍ଟଏଡ୍) ଶିବିର ଅନିଷ୍ଠିତ ହୋଇଥିଲା । 
     ଶିବିର କୁ ବିଦ୍ୟାଳୟର  ଅଧ୍ୟକ୍ଷ ଗୋପାଳ ଚନ୍ଦ୍ର ଦାଶ ଉଦଘାଟନ କରିଥିଲେ। ବିଦ୍ୟାଳୟର ରେଡକ୍ରସ କାଉଉନସେଲର ଡ.ଅଶ୍ୱିନୀ କୁମାର ପାଣିଗ୍ରାହୀ ଙ୍କ ତତ୍ସବଧାନରେ ଅନୁଷ୍ଠିତ ହୋଇଥିଲା । ଶିବିର ରେ ଝାରବନ୍ଧ ଡିଗ୍ରୀ ମହାବିଦ୍ୟାଳୟର ରାଜନିତୀ ବିଜ୍ଞାନ ଅଧ୍ୟାପକ କ୍ଷାତୀମୟ ତ୍ରୀପାଠି ରକ୍ଷକ ପ୍ରାଥମିକ ସହାୟତା ( ଫାଷ୍ଟଏଡ୍) ଟ୍ରେନର ଭାବେ ଯୋଗଦେଇ ଛାତ୍ର ଛାତ୍ରୀ ମାନଙ୍କୁ ପ୍ରାଥମିକ ସହାୟତା ଉପରେ ଆଲୋକପାତ କରିବା ସହ ବିଭିନ୍ନ କୌଶଳ ଟ୍ରେନିଙ୍ଗ ପ୍ରଦାନ କରିଥିଲେ । ଏହି ଅବସରରେ ବିଦ୍ୟାଳୟର ପ୍ରଧ୍ୟାପକ ଜର୍ନାର୍ଦ୍ଦନ ସାହୁ, ରାଜଲକ୍ଷ୍ମୀ ପ୍ରଧାନ, ଆଶିଷ କୁମାର ଭୋଇ, ପ୍ରେରଣା ଭୋଇ, ରବିନାରାୟଣ ବଘାର, କଳ୍ପନା ଚାନ୍ଦ, ଅର୍ଜୁନ ପ୍ରଧାନ, ଅନୁପଭୋଇ, ଅର୍ଜୁନଦୋରା, ଶିବନାରାୟଣସାହୁ, ବିରଂଚିମାହାରଣା, ଅଶୋକ ଖମାରୀ, ଶିଶିର ସାହୁ, ଉମେଶ ରାଉତିଆ ଙ୍କ ସମେତ ସମସ୍ତ କର୍ମଚାରୀ ସହଯୋଗ କରିଥିଲେ । ଶେଷରେ ସୁଜିତ କୁମାର ସାହୁ ଧନ୍ୟବାଦ ଅର୍ପଣ କରଥିଲେ ।
    ବରଗଡ଼ ରୁ ଭବାନୀ ଶଙ୍କର ପାଢୀ ଙ୍କ ରିପୋର୍ଟ,୨୯/୧୦/୨୦୨୪---୯,୧୦ Sakhigopal News,29/10/2024

    Blog Archive

    Popular Posts