Breaking News

>>
  • ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ପ୍ରଶିକ୍ଷଣ ଶିବିର ;ସ୍ୱାସ୍ଥ୍ୟ ପ୍ରତି ଯତ୍ନ ହୁଅ
  • >>
  • ସିଏସବି ଜିଲ୍ଲା ସ୍କୁଲରେ ସମ୍ବର୍ଦ୍ଧନା ଓ ମାର୍ଗଦର୍ଶନ କାର୍ଯ୍ୟକ୍ରମ
  • >>
  • ଖୋର୍ଦ୍ଧା ରୋଡ୍ ରେଳ ମଣ୍ଡଳ ପକ୍ଷରୁ ବିଶ୍ୱ ଜନସଂଖ୍ୟା ଦିବସ ପାଳିତ
  • >>
  • ଅଗ୍ନି ବିପନ୍ନଙ୍କୁ ଗୃହ କାଯ୍ୟାଦେଶ ବଣ୍ଟନ କଲେ ବିଧାୟକ
  • >>
  • ଆଇଆଇଏମ୍ ସମ୍ବଲପୁର ପକ୍ଷରୁ ଜାତୀୟ ଡିଜିଟାଲ୍ ଲାଇବ୍ରେରି କର୍ମଶାଳା ଆୟୋଜିତ
  • >>
  • ଜନ୍ମ ଦିନରେ ରକ୍ତ ଦାନ ଶିବିର ୪୩ ୟୁନିଟ୍ ସଂଗୃହୀତ
  • >>
  • କୁଦିଆରି ଆରଆଇ କାର୍ଯ୍ୟାଳୟ ଅନ୍ୟତ୍ର ସ୍ଥାନାନ୍ତରିତକୁ ନେଇ ଆନ୍ଦୋଳନ ପାଇଁ ସଜବାଜ
  • >>
  • ଏକ କୋଟି ରୁ ଅଧିକ ଟଙ୍କାର ରୂପା ଜବତ
  • >>
  • ଧନୁପାଲି ଶିଶୁ ବିଦ୍ୟାମନ୍ଦିର ପରିସରରେ ଗୁରୁ ପୂର୍ଣ୍ଣିମା ଦିବସ ପାଳିତ
  • >>
  • ସୁନୀତା ଛାଡିଲେ ବିଜେଡି, କଂଗ୍ରେସର ହାତ ଧରିଲେ , ଘରକୁ ଫେରିବା ପରେ କର୍ମୀମାନେ ଖୁସି
  • >>
  • ସତ୍ୟବାଦୀ ରେ ବ୍ୟାସ ପୂର୍ଣିମାରେ ଗୁରୁପୂଜନ
  • >>
  • ସତ୍ୟବାଦୀରେ ଜାତୀୟ ମତ୍ସ୍ୟ ଚାଷୀ ଦିବସ ପାଳିତ ସହିତ ପ୍ରଶିକ୍ଷଣ ଓ ସଚେତନତା ଶିବିର ଅନୁଷ୍ଠିତ
  • >>
  • ବୃକ୍ଷରୋପଣ ସଚେତନତା କାର୍ଯକ୍ରମ ଅନୁଷ୍ଠିତ
  • >>
  • ସାବିତ୍ରୀ ମହିଳା ମହାବିଦ୍ୟାଳୟ ରେ ନୂତନ ଛାତ୍ରୀ ଓ ଅଧ୍ୟାପିକାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା
  • >>
  • ଅବସର ପ୍ରାପ୍ତ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା ସମାରୋହ; ଗୁରୁ ହେଉଛନ୍ତି ଏକ ସତ୍ତା ଓ ଏକ ଅନୁଭବ
  • ୧୬ ଜଣିଆ କ୍ରିକେଟ ଟିମ ଜିଲ୍ଲା ସ୍ତରକୁ ମନୋନୀତ



     ସାକ୍ଷୀଗୋପାଳ,---ସତ୍ୟବାଦୀ ମଣ୍ଡଳ ସ୍ତରୀୟ ୧୬ ଜଣିଆ ଏକ କ୍ରିକେଟ ଟିମ ଜିଲ୍ଲା ସ୍ତରକୁ ମନୋନୀତ ହୋଇଥିବା ସତ୍ୟବାଦୀ  କ୍ରୀଡା ମଣ୍ଡଳର ସମ୍ପାଦକ ତଥା ସତ୍ୟବାଦୀ ହାଇସ୍କୁଲର ଶାରିରୀକ କ୍ରୀଡା ଶିକ୍ଷକ ସୁଚିତ୍ର ଖଟୋଇଙ୍କ ଠାରୁ ସୁଚନା ମିଳିଛି । ସତ୍ୟବାଦୀ ମଣ୍ଡଳ ସ୍ତରୀୟ କ୍ରିକେଟ ପ୍ରତିଯୋଗିତା ୨୫ ଗୋଟି ହାଇସ୍କୁଲ ଓ ଆଦର୍ଶ ବିଦ୍ୟାଳୟ ସହିତ ମୋଟ ୭୦ ଜଣ  ଛାତ୍ର ମାନେ ଅଂଶ ଗ୍ରହଣ କରିଥିଲେ । ସେମାନଙ୍କ ମଧ୍ୟରୁ ବଛା ବଛା ୧୬ ଜଣ ଖେଳାଳି ମାନଙ୍କୁ ଜିଲ୍ଲା ସ୍ତରରେ ଭାଗ ନେବାକୁ ମନୋନୀତ କରାଯାଇଛି । ଉତ୍କଳମଣି ଗୋପବନ୍ଧୁ ସ୍ମୃତି ମହାବିଦ୍ୟାଳୟରଖେଳ ପଡିଆରେ ସତ୍ୟବାଦୀ କ୍ରୀଡା ମଣ୍ଡଳର ସଭାପତି ତଥା ମଣ୍ଡଳ ଶିକ୍ଷା ଅଧିକାରୀ ଭବମ ପ୍ରଧାନଙ୍କ ତତ୍ୱବଧାନରେ ଅନୁଷ୍ଠିତ ହୋଇଥିଲା । ଏହି ଖେଳଳକୁ ଶାରୀରିକ କ୍ରୀଡା ଶିକ୍ଷକ ଲିଙ୍ଗରାଜ ସାହୁ, ସଂଗ୍ରାମ କେଶରୀ ମହାନ୍ତି, ବିପନ ପ୍ରଧାନ, ଅରଜିତ ଗିରି, ମୌସୁମୀ ଦାସ, ପୁଷ୍ପାଞ୍ଜଳି ଜେନା, ଚିନ୍ମମୟୀ ମହାନ୍ତି , କଳ୍ପନା ଜେନା ପ୍ରମୁଖ ପରିଚାଳନା କରିଥିଲେ । ସାକ୍ଷୀଗୋପାଳରୁ ଧୀରେନ୍ଦ୍ର ସେନାପତି, ୧୬/୧୧/୨୦୨୪---୮,୨୦   Sakhigopal News , 16/11/2024

    Blog Archive

    Popular Posts