>>
  • ଅଗ୍ନି ବିପନ୍ନଙ୍କୁ ଗୃହ କାଯ୍ୟାଦେଶ ବଣ୍ଟନ କଲେ ବିଧାୟକ
  • >>
  • ଆଇଆଇଏମ୍ ସମ୍ବଲପୁର ପକ୍ଷରୁ ଜାତୀୟ ଡିଜିଟାଲ୍ ଲାଇବ୍ରେରି କର୍ମଶାଳା ଆୟୋଜିତ
  • >>
  • ଜନ୍ମ ଦିନରେ ରକ୍ତ ଦାନ ଶିବିର ୪୩ ୟୁନିଟ୍ ସଂଗୃହୀତ
  • >>
  • କୁଦିଆରି ଆରଆଇ କାର୍ଯ୍ୟାଳୟ ଅନ୍ୟତ୍ର ସ୍ଥାନାନ୍ତରିତକୁ ନେଇ ଆନ୍ଦୋଳନ ପାଇଁ ସଜବାଜ
  • >>
  • ଏକ କୋଟି ରୁ ଅଧିକ ଟଙ୍କାର ରୂପା ଜବତ
  • >>
  • ଧନୁପାଲି ଶିଶୁ ବିଦ୍ୟାମନ୍ଦିର ପରିସରରେ ଗୁରୁ ପୂର୍ଣ୍ଣିମା ଦିବସ ପାଳିତ
  • >>
  • ସୁନୀତା ଛାଡିଲେ ବିଜେଡି, କଂଗ୍ରେସର ହାତ ଧରିଲେ , ଘରକୁ ଫେରିବା ପରେ କର୍ମୀମାନେ ଖୁସି
  • >>
  • ସତ୍ୟବାଦୀ ରେ ବ୍ୟାସ ପୂର୍ଣିମାରେ ଗୁରୁପୂଜନ
  • >>
  • ସତ୍ୟବାଦୀରେ ଜାତୀୟ ମତ୍ସ୍ୟ ଚାଷୀ ଦିବସ ପାଳିତ ସହିତ ପ୍ରଶିକ୍ଷଣ ଓ ସଚେତନତା ଶିବିର ଅନୁଷ୍ଠିତ
  • >>
  • ବୃକ୍ଷରୋପଣ ସଚେତନତା କାର୍ଯକ୍ରମ ଅନୁଷ୍ଠିତ
  • >>
  • ସାବିତ୍ରୀ ମହିଳା ମହାବିଦ୍ୟାଳୟ ରେ ନୂତନ ଛାତ୍ରୀ ଓ ଅଧ୍ୟାପିକାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା
  • >>
  • ଅବସର ପ୍ରାପ୍ତ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା ସମାରୋହ; ଗୁରୁ ହେଉଛନ୍ତି ଏକ ସତ୍ତା ଓ ଏକ ଅନୁଭବ
  • >>
  • ଛତିଶଗଡରେ ସ୍ମରଣିକା ଦାରୁ ଦେବତା ର ବିତରଣ ଉତ୍ସବ ଅନୁଷ୍ଠିତ
  • >>
  • ୨ୟ ଦିନରେ ଡ୍ରାଇଭରଙ୍କ ଷ୍ଟିୟରିଂଛାଡ଼ ଆନ୍ଦୋଳନ, ବରଗଡ଼ରେ ଡ୍ରାଇଭର ଙ୍କୁ ଉଠାଇନେଲା ପୋଲିସ
  • >>
  • ସାକ୍ଷୀଗୋପାଳ ରେ ଭାରତବନ୍ଦ ଡାକରା ସଫଳ: ଲୋକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ
  • ସଂକ୍ରିଡ଼ା ପ୍ରାଥମିକ କୃଷି ସେବା ସମବାୟ ସମିତି ଲି ର ଧାନ କିଣା ଆରମ୍ଭ


    ବରଗଡ଼ --- ସଂକ୍ରିଡ଼ା ପ୍ରାଥମିକ କୃଷି ସେବା ସମବାୟ ସମିତି ଲି ର ଝରାପାଲି ମାର୍କେଟ ୟାର୍ଡ୍ ଖରିଫ ୨୦୨୪/୨୫ ର ପ୍ରଥମ ଧାନ କିଣା ଆରମ୍ଭ ହୋଇଯାଇଛି। ଏଥିରେ ଦୁଇଜଣ ଚାଷୀଙ୍କ ୧୫୦.୦୦ କୁଇଣ୍ଟାଲ ଧାନ ସଂଗ୍ରହ କରାଯାଇଛି। ଏହି ସମୟରେ ଏଆରସିଏସ
    ବରଗଡ଼ ପ୍ରବୀର ଘୋଷ, ଏସଏ ଆରସିଏମଏସ ଧର୍ମେନ୍ଦ୍ରଭୋଇ , ଝରାପାଲି ମାର୍କେଟ ଇନଚାଜ ଭରତ ପ୍ରଧାନ,ମାର୍କେଟ ନୋଡାଲ ଅଫିସର ସ୍ଵସ୍ତିକ ପ୍ରସାଦ ବଢେଇ, ସମବାୟ ସମିତି ସମ୍ପାଦକ ସୁବାଷ ଚନ୍ଦ୍ର ପୁରୋହିତ, ଚାଷୀମାନେ ଓ ଅନ୍ୟ କର୍ମଚାରୀ ଉପସ୍ଥିତିରେ ଧାନକ୍ରୟ କରାଯାଇଥିଲା। ବରଗଡ଼ ରୁ ଭବାନୀ ଶଙ୍କର ପାଢୀ ଙ୍କ ରିପୋର୍ଟ,୨୪/୧୧/୨୦୨୪----୭,୨୫ Sakhigopal News,24/11/2024

    Blog Archive

    Popular Posts