>>
  • କେବେ ହେବ ସହର ମୁଖ୍ୟ ରାସ୍ତା ସମ୍ପ୍ରସାରଣ , ଦିନକୁ ଦିନ ରାସ୍ତା ହେଉଛି ସଂକୁଚିତ
  • >>
  • ଆଇଆଇଟି ଭୁବନେଶ୍ୱରରେ ଋତୁସ୍ରାବ ସ୍ୱାସ୍ଥ୍ୟ ଏବଂ ପରିଚ୍ଛନ୍ନତା ଉପରେ ସମ୍ମିଳନୀ ଅନୁଷ୍ଠିତ
  • >>
  • ବିନା ଟିକେଟ ଯାତ୍ରୀଙ୍କୁ ଉଚିତ ଶିକ୍ଷା ଦେବା ପାଇଁ ଖୋର୍ଦ୍ଧା ରୋଡ " ଡିଭିଜନ ପକ୍ଷରୁ ଜୋରଦାର ପ୍ରୟାସ ଜାରି
  • >>
  • ଆମରି ସତ୍ୟ ବିକାଶ ପରିଷଦ ପକ୍ଷରୁ "ଆମ ସଂସ୍କୃତିରେ ସାବିତ୍ରୀ ବ୍ରତ’ ଆଲୋଚନା ଚକ୍ର
  • >>
  • ଭଂଜନଗର ପୋଲିସ ଦ୍ବାରା ଚୋରା-ବନ୍ଧୁକ" ଅପରେସନ ସଫଳ; - ୫ ବନ୍ଧୁକ, ୧୫ ଗୁଳି ଜବତ, ୯ ଗିରଫ
  • >>
  • ପୃଥକ ପୃଥକ ଦୁଘର୍ଟଣାରେ ଜଣେ ମୃତ୍ୟୁ ୫ ଆହତ
  • >>
  • ଓଡ଼ିଶାର ଗୌରବ ; ସତ୍ଯବାଦୀ ର କୁନି ପୁଅ ସାଇ ସୋହମ ଅଗଷ୍ଟ ମାସରେ ଯିବେ ଜାପାନ
  • >>
  • ପ୍ରଧାନ ଶିକ୍ଷକ ପ୍ରଶାନ୍ତ ବିଶ୍ବାଳଙ୍କ ପ୍ରତିଭାକୁ ମନେପକାଇଲେ ଛାତ୍ର ଛାତ୍ରୀ ଓ ଶିକ୍ଷକ, ଶିକ୍ଷୟତ୍ରୀ
  • >>
  • ଦୁଇଟି ମଟର ସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା,ଦୁଇ ମୃତ୍ୟୁ
  • >>
  • ସାପ କାମୁଡ଼ାରେ ଜଣେ ମୃତ, ଜଣେ ଗୁରୁତର
  • >>
  • ଆନନ୍ଦ ସଙ୍ଗୀତାୟନ ର ୯୧ ତମ ଭଞ୍ଜ ସଂଗୀତ ଆସର
  • >>
  • ଖୁଣ୍ଟୁଲିପାଲି ଛକ ଠାରେ ବିଶୁଦ୍ଧ ଥଣ୍ଡା ପାନୀୟ ଜଳ ର ପ୍ରକଳ୍ପ ଉଦଘାଟନ
  • >>
  • ବର୍ଷାରେ ବେହାଲ ଜଟଣୀ, ନର୍ଦ୍ଦମା ଜଳରେ ଉବୁଟୁବୁ "ସୀତାରାମ ଛକ ; ସହରର ଡ୍ରେନ ବ୍ୟବସ୍ଥା ସମ୍ପୂର୍ଣ୍ଣ ଭୁଷୁଡିପଡିଛି
  • >>
  • ପୌର ଉପାଧ୍ୟକ୍ଷାଙ୍କୁ ଅଧ୍ୟକ୍ଷଙ୍କ ଅଣଦେଖା ; ପ୍ରତିବାଦରେ ଉପାଧ୍ୟକ୍ଷାଙ୍କ ଧାରଣା : ଧାରଣାର ୪ ଘଣ୍ଟା ପରେ ଧାରଣରୁ ଓହରିଲେ ଉପାଧକ୍ଷା
  • >>
  • ଗଞ୍ଜେଇ ଚୋରା ଚାଲାଣ ବେଳେ ୪ ଗିରଫ କରିଛି ପୋଲିସ
  • ବେଲଗୁଣ୍ଠା ବ୍ଲକ ସ୍ତରୀୟ ଶିଶୁ ଉତ୍ସବ ଅନୁଷ୍ଠିତ



    ଭଞ୍ଜନଗର---ଓଡିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ, ଓଷ୍ଟl ତରଫରୁ ଆୟୋଜିତ ବେଲଗୁଣ୍ଠା ବ୍ଲକ ସ୍ତରୀୟ ଶିଶୁଉତ୍ସବ ଆର୍ଯ୍ୟକନ୍ୟା ଗୁରୁକୁଳ, ତନରଡ଼ା ଠାରେ ସଭାପତି ରବିନାରାୟଣ ଗୌଡ଼ଙ୍କ ଅଧକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l ଏଥିରେ ମୁଖ୍ୟ ଅତିଥିଭାବେ ଗୋଷ୍ଠୀ ଶିକ୍ଷାଧିକାରୀ ପ୍ରସନ୍ନ କୁମାର ବେହେରା, ମୁଖ୍ୟବକ୍ତା ଭାବେ ନିମ୍ମ ମାଧ୍ୟମିକ ଶିକ୍ଷକ ସଂଘ, ମୁଖ୍ୟ ଉପଦେଷ୍ଟା ଜଗବନ୍ଧୁ ଜେନା,ସଂମ୍ମାନିତ ଅତିଥିଭାବେ ଭଞ୍ଜନଗର ରୋଟାରୀ କ୍ଳବର ସଭାପତି ରଂଜିତ କୁମାର ବାରିକ, ହୃଷିକେଶ ବିଶ୍ୱାଳ, ଗୋବିନ୍ଦ ଚନ୍ଦ୍ର ଲେଙ୍କା, ଗାୟତ୍ରୀ ମିଶ୍ର, ଜିଲ୍ଳା ସଭାପତି ସନ୍ତୋଷ ଜେନା, ସ୍ନେହଲତା ବିଷୋୟୀ, ସମ୍ପାଦକ ସୂର୍ଯ୍ୟ ନାରାୟଣ ସେଠି  ପ୍ରମୁଖ ଯୋଗଦେଇ ଓଷ୍ଟlର କାର୍ଯ୍ୟକ୍ରମ କୁ ପ୍ରଶଂସା କରିଥିଲେ l ଏଥିରେ ବ୍ଲକର ବାରଟି ଉଚ୍ଚ ବିଦ୍ୟାଳୟରୁ ଶତାଧିକ ଛାତ୍ରଛାତ୍ରୀ ଦଶଟି ବିଭାଗରେ ଭlଗନେଇଥିଲେ l ପ୍ରତିଯୋଗିତାରେ ପ୍ରଥମ ଓ ଦ୍ୱିତୀୟ ହୋଇଥିବା ଛାତ୍ରଛାତ୍ରୀ ଆଗାମୀ ଜିଲ୍ଲାସ୍ତରକୁ ମନୋନୀତ ହୋଇଛନ୍ତି। କାର୍ଯ୍ୟକ୍ରମକୁ ଆଖପାଖ ଉଚ୍ଚ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟିତ୍ରୀ ପରିଚାଳନା କରିଥିବାବେଳେ ଏହି ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ, ଶିକ୍ଷକର୍ମଚାରୀ ସମ୍ପୂର୍ଣ୍ଣ ସହଯୋଗ କରିଥିଲେ l କୃତୀ ପ୍ରତିଯୋଗୀ ମାନଙ୍କୁ ପ୍ରଶଂସା ପତ୍ର ସହ ପୁରସ୍କୃତ କରାଯାଇଥିଲା l ଶେଷରେ ସମ୍ପାଦକ ତଥା ବିଦ୍ୟାଳୟର ପ୍ରଧାନଶିକ୍ଷକ ସୂର୍ଯ୍ୟନାରାୟଣ ସେଠି ଧନ୍ୟବାଦ ପ୍ରଦାନ କରିଥିଲେ l କାର୍ଯ୍ୟକ୍ରମ ରେ ଅଭିଭାବକ, ପୁରାତନ ଛାତ୍ରଛାତ୍ରୀ ସହଯୋଗ କରିଥିଲେ l
    ଭଞ୍ଜନଗରରୁ ରବିନ୍ଦ୍ର ପ୍ରଧାନଙ୍କ ରିପୋର୍ଟ,୧୨/୧୨/୨୦୨୪----୮,୩୫ Sakhigopal News,12/12/2024

    Blog Archive

    Popular Posts