>>
  • ସମ୍ଭାବନା ପରିବାର ପକ୍ଷରୁ ଚୁଡ଼ାଘଷା ଦିବସ ପାଳିତ
  • >>
  • ସତ୍ୟବାଦୀ ରେ ଚନ୍ଦନ ଯାତ୍ରା ଉତ୍ସବ ଉଦଯାପିତ ; ଠାକୁରଙ୍କ ନୀତି କାନ୍ତି ଠିକ ସମୟରେ ହେଉନାହିଁ, ଭକ୍ତଙ୍କୁ ବ୍ୟବହାର ଠିକ୍ କରାଯାଉନାହିଁ
  • >>
  • ରାସ୍ତା ମଝିରେ ଟ୍ରାନ୍ସଫର୍ମର ; ମରଣକୁ ନିମନ୍ତ୍ରଣ, ମୁଣ୍ଡ ଉପରେ ଝୁଲୁଛି ବିଦ୍ୟୁତ ତାର
  • >>
  • ସାକ୍ଷୀଗୋପିନାଥ ଦେବଙ୍କ ବାହାର ଚନ୍ଦନଯାତ୍ରା ଶେଷ; କାଲି ହେବ କିଚକ ବଧ
  • >>
  • ସତ୍ୟବାଦୀ ରେ ବିଜେପିର ମିଡିଆ ସେଲ ଦାୟିତ୍ବରେ ପ୍ରଭାତ ଓ ଅମର
  • >>
  • ସତ୍ୟବାଦୀ ରେ ଆର୍ଟ ଅଫ ଗିଭିଂ ପାଳିତ
  • >>
  • ଡେଲାଙ୍ଗ କୋଠବାଡ ପଞ୍ଚାୟତ କାର୍ଯ୍ୟାଳୟରେ କୃଷକଙ୍କ ସମସ୍ୟା ଦୂର ପାଇଁ ସମୀକ୍ଷା
  • >>
  • ଡେଲାଙ୍ଗ ଜଳ ସମ୍ପଦ ବିଭାଗ କାର୍ଯ୍ୟାଳୟ ପରିସରରେ ଥିବା ଲକ୍ଷ୍ମୀ ନାରାୟଣ ମନ୍ଦିରର ୫୦ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ
  • >>
  • ଭଞ୍ଜନଗର ରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା ଅନୁଷ୍ଠିତ
  • >>
  • ଭଂଜନଗର ରେ ଦ୍ବାଦଶ ତମ ଆର୍ଟ ଅଫ ଗିଭିଂ ଡେ ପାଳିତ
  • >>
  • ଗ୍ରାମ ରେ ଅଲୌକିକ ଘଟଣା ,ମାଟି ତଳେ ଶିବଲିଙ୍ଗ , ଉଦ୍ଧାର କଲେ ଗ୍ରାମବାସୀ
  • >>
  • ଭିର୍ନ୍ନକ୍ଷମ ସୁନିତାଙ୍କ ବିବାହରେ ସାହାର୍ଯ୍ୟର ହାତ ବଢ଼େଇଲା ବିପଦର ବନ୍ଧୁ ଓଡିଶା
  • >>
  • ମୁଖ୍ୟ ରାସ୍ତାରୁ ତାଡି ବିକୁଥିଲେ ମୋରମ |ଟ୍ରାକ୍ଟର ଓ ଜେସିବି ସହ ୨ ଥାନା ରେ ଅଟକ
  • >>
  • ଅତିରିକ୍ତ ତହସିଲଦାର ଓ ଦଲାଲ ଙ୍କ ମଧୁଚନ୍ଦ୍ରିକାରେ ବେଆଇନ ପଟ୍ଟା କରବାର ; ଜନ ଅସନ୍ତୋଷ ବୃଦ୍ଧି
  • >>
  • ସତ୍ଯବାଦୀରେ ତିନି ସେନାଙ୍କ ବୀରତ୍ୱକୁ ସମ୍ମାନ ଜଣାଇ ତ୍ରିରଙ୍ଗା ଶୋଭାଯାତ୍ରା
  • ରେମଣ୍ଡା କୁମ୍ଭକାର ସମାଜ କୁରାଳ ପଞ୍ଚମୀ ପୂଜା ଅନୁଷ୍ଠିତ


    ବରଗଡ଼ --- ବରଗଡ ଜିଲ୍ଲା ଭେଡେନ ବ୍ଲକ ରେମଣ୍ଡା କୁମ୍ଭକାର ସମାଜ କୁରାଳ ପଞ୍ଚମୀ ପୂଜା ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ମାର୍ଗଶିର ମାସ ଶୁକ୍ଳପକ୍ଷ ଚତୁର୍ଥୀ ଓ ପଞ୍ଚମୀ ତିଥିରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପଦେଷ୍ଟା ଭାବେ ରାମଜୀ ରଣା, ବଳଦେବ ରଣା ଓ କାର୍ତ୍ତିକ ରଣା ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ମହାସମାରୋହରେ ପାଳିତ ହୋଇଯାଇଛି। ଚତୁର୍ଥୀ ଦିନ କଳସ ଯାତ୍ରା ଓ ପଞ୍ଚମୀ ଦିନ ମୂର୍ତ୍ତିର ପ୍ରାଣ ପ୍ରତିଷ୍ଠା, ହୋମ, ଯଜ୍ଞ ରିତିନୀତି ଅନୁସାରେ ଅନୁଷ୍ଠିତ ହୋଇଥିଲା। ଏଥିରେ ପୁରୋହିତ ଭାବରେ ପଣ୍ଡିତ ହିମାଂଶୁ ଶେଖର ଶତପଥୀ ଓ ପଣ୍ଡିତ କାର୍ତ୍ତିକ ଶତପଥୀ ପୂଜାର୍ଚ୍ଚନା କରିଥିଲେ। କର୍ତ୍ତା ଭାବରେ ବାସୁଦେବ ରଣା ସପତ୍ନିକ ପୂଜା କାର୍ଯ୍ୟ ତୁଲାଇଥିଲେ। ଆଜି ପୂର୍ଣ୍ଣାହୁତି ପରେ ଏକ ବିରାଟ ଶୋଭାଯାତ୍ରାରେ ଗ୍ରାମ ପରିକ୍ରମା କରିଥିଲେ। ଏହି ସମୟରେ କୁରାଳ ପଞ୍ଚମୀ କମିଟି ର ଅଧିପତି ରଣା, କ୍ଷୀରେଶ୍ୱର ରଣା, ମଣି ରଣା, ପୁରୁଷୋତ୍ତମ ରଣା, ଠାକୁର ରଣା, କୂଳ ରଣା, ପ୍ରଭାସ ରଣା ସକ୍ରିୟ ଭାବରେ ଅଂଶଗ୍ରହଣ ସଫଳତା ସହିତ ପୂଜା କାର୍ଯ୍ୟ ସମାପନ ହୋଇଥିଲା।
    ବରଗଡ଼ ରୁ ଭବାନୀ ଶଙ୍କର ପାଢୀ ଙ୍କ ରିପୋର୍ଟ,୭/୧୨/୨୦୨୪---୬,୨୫ Sakhigopal News,7/12/2024

    Blog Archive

    Popular Posts