>>
  • ଅଗ୍ନି ବିପନ୍ନଙ୍କୁ ଗୃହ କାଯ୍ୟାଦେଶ ବଣ୍ଟନ କଲେ ବିଧାୟକ
  • >>
  • ଆଇଆଇଏମ୍ ସମ୍ବଲପୁର ପକ୍ଷରୁ ଜାତୀୟ ଡିଜିଟାଲ୍ ଲାଇବ୍ରେରି କର୍ମଶାଳା ଆୟୋଜିତ
  • >>
  • ଜନ୍ମ ଦିନରେ ରକ୍ତ ଦାନ ଶିବିର ୪୩ ୟୁନିଟ୍ ସଂଗୃହୀତ
  • >>
  • କୁଦିଆରି ଆରଆଇ କାର୍ଯ୍ୟାଳୟ ଅନ୍ୟତ୍ର ସ୍ଥାନାନ୍ତରିତକୁ ନେଇ ଆନ୍ଦୋଳନ ପାଇଁ ସଜବାଜ
  • >>
  • ଏକ କୋଟି ରୁ ଅଧିକ ଟଙ୍କାର ରୂପା ଜବତ
  • >>
  • ଧନୁପାଲି ଶିଶୁ ବିଦ୍ୟାମନ୍ଦିର ପରିସରରେ ଗୁରୁ ପୂର୍ଣ୍ଣିମା ଦିବସ ପାଳିତ
  • >>
  • ସୁନୀତା ଛାଡିଲେ ବିଜେଡି, କଂଗ୍ରେସର ହାତ ଧରିଲେ , ଘରକୁ ଫେରିବା ପରେ କର୍ମୀମାନେ ଖୁସି
  • >>
  • ସତ୍ୟବାଦୀ ରେ ବ୍ୟାସ ପୂର୍ଣିମାରେ ଗୁରୁପୂଜନ
  • >>
  • ସତ୍ୟବାଦୀରେ ଜାତୀୟ ମତ୍ସ୍ୟ ଚାଷୀ ଦିବସ ପାଳିତ ସହିତ ପ୍ରଶିକ୍ଷଣ ଓ ସଚେତନତା ଶିବିର ଅନୁଷ୍ଠିତ
  • >>
  • ବୃକ୍ଷରୋପଣ ସଚେତନତା କାର୍ଯକ୍ରମ ଅନୁଷ୍ଠିତ
  • >>
  • ସାବିତ୍ରୀ ମହିଳା ମହାବିଦ୍ୟାଳୟ ରେ ନୂତନ ଛାତ୍ରୀ ଓ ଅଧ୍ୟାପିକାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା
  • >>
  • ଅବସର ପ୍ରାପ୍ତ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା ସମାରୋହ; ଗୁରୁ ହେଉଛନ୍ତି ଏକ ସତ୍ତା ଓ ଏକ ଅନୁଭବ
  • >>
  • ଛତିଶଗଡରେ ସ୍ମରଣିକା ଦାରୁ ଦେବତା ର ବିତରଣ ଉତ୍ସବ ଅନୁଷ୍ଠିତ
  • >>
  • ୨ୟ ଦିନରେ ଡ୍ରାଇଭରଙ୍କ ଷ୍ଟିୟରିଂଛାଡ଼ ଆନ୍ଦୋଳନ, ବରଗଡ଼ରେ ଡ୍ରାଇଭର ଙ୍କୁ ଉଠାଇନେଲା ପୋଲିସ
  • >>
  • ସାକ୍ଷୀଗୋପାଳ ରେ ଭାରତବନ୍ଦ ଡାକରା ସଫଳ: ଲୋକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ
  • ଗଞ୍ଜେଇ ଚାଲାଣ ବେଳେ ଅବକାରୀ ବିଭାଗର ଚଢ଼ାଉ,ଜଣେ ଗିରଫ



    ଭଂଜନଗର - କନ୍ଧମାଳ ରୁ ଭୁବନେଶ୍ବର ଗଞ୍ଜେଇ ଚାଲାଣ ବେଳେ, ଭଂଜନଗର ଅବକାରୀ ବିଭାଗ ପକ୍ଷରୁ ଭଂଜନଗର ନିଧିଆପଲ୍ଲୀ ନିକଟରେ ଚଢ଼ାଉ କରି ୧୦ କିଲୋ ଗଞ୍ଜେଇ ଜବତ କରିବାରେ ସଫଳ ହୋଇଛନ୍ତି। ଏଥିରେ ସଂପୃକ୍ତ ଜଣେ ଚାଲାଣ କାରୀଙ୍କୁ  ଗିରଫ କରିଛି ଅବକାରୀ ବିଭାଗ । ସୂଚନା ପ୍ରକାରେ, ଗଞ୍ଜେଇ ଚାଲାଣ ହେଉଥିବା ସଂକ୍ରାନ୍ତରେ, ବିଶ୍ବସ୍ଥ ସୂତ୍ରରୁ ଖବର ପାଇଥିଲା ଅବକାରୀ ବିଭାଗ । ଏନେଇ ଭଂଜନଗର - ଫୁଲବାଣୀ ମୁଖ୍ୟ ରାସ୍ତାର ମୁଜାଗଡ -  ନିଧିଆପଲ୍ଲୀ ଛକରେ ଚାଲାଣ କାରୀ ବସକୁ ଅପେକ୍ଷା କରିଥିବା ବେଳେ ଅବକାରୀ ବିଭାଗ କର୍ମଚାରୀ ମାନେ ଗାଡ଼ି ନିକଟକୁ ଯାଇ ଯାଞ୍ଚ କରିଥିଲେ । ଗୋଟିଏ ବସ୍ତାକୁ ଯାଞ୍ଚ କରିବା ପରେ, ସେଥିରୁ ୧୦ କିଲୋ ଗଞ୍ଜେଇ ଜବତ କରିଥିଲେ । ଚାଲାଣ କାରୀ ଜଣଙ୍କ ହେଲେ କନ୍ଧମାଳ ଜିଲ୍ଲା ବାଲିଗୁଡା ଗ୍ରାମର ବିଜୟା ମଲ୍ଲିକ । ତାଙ୍କୁ ଗିରଫ କରିବା ସହ  ଅବକାରୀ ବିଭାଗ ପକ୍ଷରୁ ୭୫/୨୪-୨୫ ରେ ଏକ ମାମଲା ରୁଜୁ ହୋଇଛି । ଏହି ଘଟଣାର ତଦନ୍ତକାରୀ ଅବକାରୀ ଥାନାଧିକାରୀ ଡମ୍ବରୁଧର ହରିଜନ ତଦନ୍ତ ଚଳାଇଥିବା ବେଳେ ଏସଆାଇ ଅଲ୍ଲିଭା ମାଝି, ଏଏସଆଇ -ବହୁମୂଲ୍ୟ ପରିଛା, ସନାତନ ନାହାକ, ଜଗନ୍ନାଥ ମହାପାତ୍ର, ସୁବଳ ପ୍ରଧାନ, କୃଷ୍ଣଚନ୍ଦ୍ର ସେଠୀ ପ୍ରମୁଖ ସାମିଲ ଥିଲେ । ଭଞ୍ଜନଗରରୁ ରବିନ୍ଦ୍ର ପ୍ରଧାନଙ୍କ ରିପୋର୍ଟ,୭/୧/୨୦୨୫----୯,୧୦ Sakhigopal News,7/1/2025

    Blog Archive

    Popular Posts