Breaking News

>>
  • କଣାସରେ କଲବଲ କରୁଛି ହଇଜା ; କମିବାର ନାଁ ଧରୁ ନାହିଁ
  • >>
  • କରମଳାରେ ବନ ମହୋତ୍ସବ ପାଳିତ
  • >>
  • ଦାରୁଦେବତା ପୁସ୍ତକ ଉନ୍ମୋଚିତ;ଜଗନ୍ନାଥ ସଂସ୍କୃତି ର ପ୍ରଚାର ପ୍ରସାରର ଆବଶ୍ୟକତା ରହିଛି -ଆଇଜି ହିମାଂଶୁ ଲାଲ କହିଲେ
  • >>
  • ସାଇ ଗୁରୁକୁଳ ଆବାସିକ ବିଦ୍ୟାଳୟ ଠାରେ ରୋଟି ମେସିନ୍ ସ୍ଥାପନ
  • >>
  • ୟୁବି ହାଇସ୍କୁଲରେ ଏନ୍ ସିସି ପକ୍ଷରୁ ବନ ମହୋତ୍ସବ ପାଳିତ
  • >>
  • ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦୁଇଟି ସ୍ଥାନରେ ଆକ୍ରମଣ, ଦୁଇ ଆହତ, ଦୁଇ ଗିରଫ
  • >>
  • ବାହାଡାପଦର ନୋଡାଲ ହାଇସ୍କୁଲ ଓ ରୋଟାରୀ କ୍ଳବ ତରଫରୁ ବନମହୋତ୍ସବ
  • >>
  • ଓଡ଼ିଆ ବିଶ୍ୱବିଦ୍ୟାଳୟ ପରିସରରେ ବୃକ୍ଷ ରୋପଣ ଅନୁଷ୍ଠିତ
  • >>
  • ସାକ୍ଷୀଗୋପାଳ ରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଙ୍କୁ ସ୍ବାଗତ
  • >>
  • ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ 'ରାତ୍ର ୮ ଟା ପର୍ଯ୍ୟନ୍ତ ଖୋଲା ;ଦଲାଲ ମାନଙ୍କ ଦ୍ୱାରା ପରିଚାଳିତ
  • >>
  • କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶତାୟୁ ଆୟୁଷ ପାଇଁ ୫୬ ଜଣଙ୍କୁ ଛତା ବଣ୍ଟନ
  • >>
  • ଓଡ୍ର ଖଣ୍ଡାୟତ କାଳିଞ୍ଜି ସମାଜର କୁଳଗୃହ ପ୍ରତିଷ୍ଠା ଓ ସାଙ୍ଗଠନିକ ବୈଠକ
  • ସବାତ୍ୟଦୀ ହାଇସ୍ଳୁଲରେ ବିଦାୟ କାଳୀନ ସମ୍ବର୍ଦ୍ଧନା ଉତ୍ସବ

       


    ସାକ୍ଷୀଗୋପାଳ---- ସତ୍ୟବାଦୀ ହାଇସ୍ଳୁଲରେ ପୂର୍ବତନ ବିଦ୍ୟାଳୟର ପ୍ରଧାନଶିକ୍ଷୟତ୍ରୀ  ତଥା ସତ୍ୟବାଦୀ ବ୍ଳକର ଶିକ୍ଷା ଅଧିକାରୀ ଭବମ ପ୍ରଧାନଙ୍କ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା ସ୍ଳାଟ କ୍ଳାସରୁମ ପରିସରରେ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଅମିତା ସେନାପତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା । ଅତିଥି ଭାବେ ବିଦ୍ୟାଳୟର ଅବସର ପ୍ରାପ୍ତ ଶିକ୍ଷକ ବନମାଳୀ ସାହୁ, ଆଳୁମିନି କମିଟିର ସଭାପତି କିଶୋର ମହାପାତ୍ର, ସୁଶୀଳ କୁମାର ବର୍ମାଙ୍କ ସହିତ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ୁକ୍ରଧାର ମହାରଣା  ପ୍ରମୁଖ ଯୋଗ ଦେଇଥିଲେ । ସତ୍ୟବାଦୀ ବ୍ଳକ ଶିକ୍ଷା ଅଧିକାରୀ ଭବମ ପ୍ରଧାନ ଏବେ ପ୍ରମୋଶନରେ ପୁରୀ ଜିଲ୍ଲା ଅତିରିକ୍ତ ଶିକ୍ଷା ଅଧିକାରୀ ଭାବେ କାର୍ଯ୍ୟରେ ଯୋଗ ଦେଇଛନ୍ତି । ଏହି ଅବସରରେ ବିଭିନ୍ନ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଓ ଅବସର ଗ୍ରହଣ କରିଥିବା ଶିକ୍ଷକ ବିଜୟ କୁମାର ପରିଡା, ସତ୍ୟବାଦୀ ଦାଶ, ଶିକ୍ଷକ ମାନସ ରଞ୍ଜନ ପଟ୍ଟନାୟକ, ପ୍ରଭାତ କୁମାର ରଥଙ୍କ ସହିତ ବିଭି୍‌ନ୍ନ ଶିକ୍ଷକ ଓଶିକ୍ଷୟତ୍ରୀ ମାନେ ସତ୍ୟବାଦୀ ବ୍ଳକରୁ ବିଦାୟ ନେଉଥିବା ଶିକ୍ଷା ଅଧିକାରୀ ଭବମ ପ୍ରଧାନଙ୍କ ଗୁଣଗାନ କରିବା ସହ ତାଙ୍କୁ ଉପଢ଼ୌକନ ଓ ଉପହାର ପ୍ରଦାନ କରି ବିଦାୟ ଦେଇଥିଲେ । ସାକ୍ଷୀଗୋପାଳରୁ ଧୀରେନ୍ଦ୍ର ସେନାପତି, ୭/୫/୨୦୨୫---୪,୨୫    Sakhigopal News, 7/5/2025

    Blog Archive

    Popular Posts