ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନେମାହନ ସିଂହଙ୍କ ପରଲୋକ
ସାକ୍ଷୀଗୋପାଳ---: ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନେମାହନ ସିଂହଙ୍କ ପରଲୋକ ହୋଇଯାଇଛି । ୯୨ ବର୍ଷ ବୟସରେ ଡକ୍ଟର ମନମୋହନ ସିଂହଙ୍କ ପରଲୋକ ହୋଇଛି । ସ୍ୱାସ୍ଥ୍ୟ ଖରାପ ହେବାରୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। ଦୁଇ ଥର ପ୍ରଧାନମନ୍ତ୍ରୀ ହୋଇଥିଲେ ମନମୋହନ ସିଂହ। ଏହାସହ ଅର୍ଥ ମନ୍ତ୍ରଣାଳୟରେ ସଚିବ, ଯୋଜନା କମିଶନର ଉପାଧ୍ୟକ୍ଷ, ଭାରତୀୟ ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର, ଅର୍ଥମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କ ଉପଦେଷ୍ଟା ଏବଂ ୟୁଜିସିର ଅଧ୍ୟକ୍ଷ ପଦ ସମ୍ଭାଳିଥିଲେ ମନମୋହନ ସିଂହ। ସାକ୍ଷୀଗୋପାଳ ରୁ ଧୀରେନ୍ଦ୍ର ସେନାପତି ଙ୍କ ରିପୋର୍ଟ,୨୨/୫/୨୦୨୫----୮,୪୫ Sakhigopal News,22/5/2025